The Ultimate Managed Hosting Platform
ADVERTISEMENT

ଅକ୍ଟୋବରରୁ ବାଘ ଗଣନା

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟରେ ଅକ୍ଟୋବରରୁ ଆରମ୍ଭ ହେବ ବାଘ ଗଣନା । ୨ଟି ପର୍ଯ୍ୟାୟରେ ପ୍ରାୟ ଦେଢମାସ ଧରି ଚାଲିବ ଗଣନା କାର୍ଯ । ଟ୍ରାଞ୍ଜାକୁ ଆନାଲିସିସ୍ ଓ କ୍ୟାମେରା ଟ୍ରାପ ଜରିଆରେ ହେବ ଗଣନା । ବାଘ ଗଣନା ନେଇ ବନବିଭାଗର ବରିଷ୍ଠ ଅଧିକାରୀଙ୍କ ସୂଚନା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login