ଯୋଡା : ଅଙ୍ଗନବାଡି କେନ୍ଦ୍ରରୁ ଝୁଲନ୍ତା ମୃତଦେହ ଉଦ୍ଧାର । ଅଙ୍ଗନବାଡି କର୍ମୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଚମ୍ପୁଆ ଥାନା ଅନ୍ତର୍ଗତ ନାରଦପୁର ଗାଁର ଘଟଣା । ମୃତଦେହ ଉଦ୍ଧାର କରି ପୋଲିସର ତଦନ୍ତ ଜାରି ।
Views: 29
ଯୋଡା : ଅଙ୍ଗନବାଡି କେନ୍ଦ୍ରରୁ ଝୁଲନ୍ତା ମୃତଦେହ ଉଦ୍ଧାର । ଅଙ୍ଗନବାଡି କର୍ମୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଚମ୍ପୁଆ ଥାନା ଅନ୍ତର୍ଗତ ନାରଦପୁର ଗାଁର ଘଟଣା । ମୃତଦେହ ଉଦ୍ଧାର କରି ପୋଲିସର ତଦନ୍ତ ଜାରି ।
ମୁମ୍ବାଇ : ଅଭିନେତ୍ରୀ ଶେଫାଳୀଙ୍କ ପରଲୋକ । ୪୨ ବର୍ଷ ବୟସରେ ଦେହ ତ୍ୟାଗ କରିଛନ୍ତି ଶେଫାଳୀ । ତାଙ୍କ ମୃତ୍ୟୁ ସମ୍ପର୍କରେ ଅନେକ ଗଣମାଧ୍ୟମ ରିପୋର୍ଟ...
ଗଞ୍ଜାମ : ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ ସୁଶୀଲ କୁମାର ପଣ୍ଡା । ଏକକାଳୀନ ୭ ଟି ସ୍ଥାନରେ ଚାଲିଛି...
ଖୋର୍ଦ୍ଧା : ଭାରସାମ୍ୟ ହରାଇ ରାସ୍ତାକଡରେ ଥିବା ଏକ ଗଛକୁ ଧକ୍କା ଦେଇ ୨୦ ଫୁଟ ତଳକୁ ଖସିଲା କାର । ଫଳରେ ୫ ଜଣ ଯାତ୍ରୀ...
ଭୁବନେଶ୍ୱର : ଭୁବନେଶ୍ୱରରେ ପହଞ୍ଚିଲେ ଆଦାନୀ ଗ୍ରୁପ ଅଧ୍ୟକ୍ଷ ଗୌତମ ଆଦାନୀ । ବିମାନ ବନ୍ଦରରେ ପହଞ୍ଚିବା ପରେ ସିଧାସଳଖ ସେ ପୁରୀ ବାହାରିଛନ୍ତି । ମହାକୁମ୍ଭ...