The Ultimate Managed Hosting Platform
ADVERTISEMENT

ଅଙ୍ଗନବାଡି ଦିଦି ଓ କର୍ମୀଙ୍କୁ ମିଳିବ ସ୍ୱତନ୍ତ୍ର ପୁରସ୍କାର ରାଶି- ଉପମୁଖ୍ୟମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର : ସୁଭଦ୍ରା ପାଇଁ ଅଙ୍ଗନବାଡି କର୍ମୀଙ୍କୁ ମିଳିବ ପୁରସ୍କାର । ଅଙ୍ଗନବାଡି କର୍ମୀଙ୍କୁ ମିଳିବ ୧୫୦୦ ଟଙ୍କା । ସହାୟିକାଙ୍କୁ ୫୦୦ ଟଙ୍କାର ପୁରସ୍କାର ମିଳିବ । ସ୍ୱତନ୍ତ୍ର କାର୍ୟ୍ୟକ୍ରମରେ ଘୋଷଣା କଲେ ଉପ ମୁଖ୍ୟମନ୍ତ୍ରୀ । ସେହିପରି ଆଜି ସୁଭଦ୍ରା ଟଙ୍କା ମଧ୍ୟ ଆକାଉଣ୍ଟକୁ ଆସିଛି । ପ୍ରଥମ କିସ୍ତିର ପଞ୍ଚମ ପର୍ୟ୍ୟାୟ ଟଙ୍କା ଖାତାକୁ ଗଲା । ୨ ଲକ୍ଷ ୩୦ ହଜାରରୁ ଅଧିକ ନୂଆ ହିତାଧିକାରୀଙ୍କୁ ସହାୟତା ମିଳିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ପୁରୀ ଅଘଟଣ ; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଛି ; ଆଇନମନ୍ତ୍ରୀ

ପୁରୀ ଅଘଟଣ : ଦୋଷୀଙ୍କୁ ଦଣ୍ଡ ବିଧାନ କରାଯିବ ; ଆଇନମନ୍ତ୍ରୀ

ପୁରୀ : ପୁରୀ ଅଘଟଣ ନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ପ୍ରତିକ୍ରିୟା । ମାସେ ଭିତରେ ତଦନ୍ତ ପ୍ରକ୍ରିୟା ଶେଷ ହେବ କହିଲେ ଆଇନମନ୍ତ୍ରୀ । ଯେଉଁମାନେ...

ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ସମୀକ୍ଷା ବୈଠକରେ ଯୋଗ ଦେବେ

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସ୍ଥଗିତ

ଭୁବନେଶ୍ୱର : ଆସନ୍ତାକାଲି ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସ୍ଥଗିତ । ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ପକ୍ଷରୁ ସୂଚନା । ଖୁବଶୀଘ୍ର ଅଭିଯୋଗ...

Login