The Ultimate Managed Hosting Platform
ADVERTISEMENT

ଅଜଣା ରୋଗରେ ୪ ଜଣଙ୍କ ମୃତ୍ୟୁ

Facebook
Twitter
LinkedIn

ଲକ୍ଷ୍ମୀପୁର : ଦଶମନ୍ତପୁର ବ୍ଲକ ଓଡପୁର ଗାଁରେ ଅଜଣା ରୋଗ । ଗତ ସପ୍ତାହେ ମଧ୍ୟରେ ୪ ଜଣଙ୍କ ମୃତ୍ୟୁ ଅଭିଯୋଗ । କୋରାପୁଟ ମେଡିକାଲରେ ୭ ଜଣ ଚିକିତ୍ସିତ । ୪ ଜଣଙ୍କ ମୃତ୍ୟୁ ପରେ ଗାଁରେ ଭୟର ବାତାବରଣ ।ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ଗାଁରେ ପହଁଚିଲେ ଡାକ୍ତରୀ ଟିମ । ଅନ୍ୟପଟେ ଭୟଭୀତ ଗ୍ରାମବାସୀ ଦିଶାରୀ ଡକାଇ ପୁଜାର୍ଚ୍ଚନା ଆରମ୍ଭ କରିଛନ୍ତି। ତେବେ ରୋଗ କଣ ଜଣାପଡ଼ି ନାହିଁ । ପ୍ରତିଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login