The Ultimate Managed Hosting Platform
ADVERTISEMENT

ଅତି ଭୀଷଣ ବାତ୍ୟାରେ ପରିଣତ ହୋଇପାରେ ସମ୍ଭାବ୍ୟ ବାତ୍ୟା

Facebook
Twitter
LinkedIn

ଭୁବନେଶ୍ୱର : ସମ୍ଭାବ୍ୟ ବାତ୍ୟାକୁ ନେଇ ନେଇ ଆସିଲା ବଡ ଖବର । ଅତି ଭୀଷଣ ବାତ୍ୟାର ରୂପ ନେଇପାରେ ସମ୍ଭାବ୍ୟ ବାତ୍ୟା । ବଙ୍ଗୋପସାଗରରେ ବାତ୍ୟା ନେଇ ବଢିଲା ସମ୍ଭାବନା । ୬ତାରିଖରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ । ପ୍ରଭାବରେ ୭ରେ ସୃଷ୍ଟି ହେବ ଲଘୁଚାପ । ୮ତାରିଖରେ ଅବପାତର ରୂପ ନେବ । କ୍ରମେ ଏହା ଉତ୍ତର ଦିଗକୁ ଗତି କରିବାର ସମ୍ଭାବନା ରହିଛି । ୯ତାରିଖରେ ଏହା କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟାର ରୂପ ନେଇପାରେ । କ୍ରମଶଃ ଏହା ଅତି ଭୀଷଣ ବାତ୍ୟା ପର୍ୟ୍ୟନ୍ତ ଯାଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଉଛି ।ଅନ୍ୟପଟେ ଏହି ବାତ୍ୟାର ଗତି କେମିତି ରହିବ ସେନେଇ ବିଭିନ୍ନ ମଡେଲଙ୍କ ପକ୍ଷରୁ ଆକଳନ କରାଯାଇଛି । ସମ୍ଭାବ୍ୟ ବାତ୍ୟା ମିଆଁମାର ଓ ବାଂଲାଦେଶ ଉପକୂଳ ଅତିକ୍ରମ କରିବା ନେଇ ବିଭିନ୍ନ ମଡେଲ ଆକଳନ କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟାୟ ପାଇଁ ପୁଣି ଥରେ ଜିଲ୍ଲାପାଳଙ୍କ ନିକଟରେ ଅନୁରୋଧ କଲେ ପିହୁଙ୍କ ମାଆ

ନ୍ୟାୟ ପାଇଁ ପୁଣି ଥରେ ଜିଲ୍ଲାପାଳଙ୍କ ନିକଟରେ ଅନୁରୋଧ କଲେ ପିହୁଙ୍କ ମାଆ

ଭୁବନେଶ୍ୱର : କୁନି ଝିଅ ପିହୁକୁ ଅପହରଣ ହେବାକୁ ବିତିଲାଣି ୫ ବର୍ଷ । ହେଲେ ଏପର୍ଯ୍ୟନ୍ତ ପିହୁର ପତ୍ତା ମିଳୁନି । ଯାଜପୁର ଜିଲ୍ଲା ବିଂଝାରପୁର...

Login