ପୁରୀ : ଅନଲାଇନରେ ଅନ୍ନପ୍ରସାଦ ବା ଅବଢା ମିଳିବା ନେଇ ବିଜ୍ଞାପନ । ଅବଢା ବିଜ୍ଞାପନ ସୋସିଆଲ ମିଡିଆରେ ଭାଇରାଲ । ଏକ ଫୁଡ ଆପ୍ଲିକେସନ ପକ୍ଷରୁ ବିଜ୍ଞାପନ ନେଇ ଭାଇରାଲ । ମାତ୍ର ୪୯ ଟଙ୍କାରେ ଅବଢା ଉପଲବ୍ଧ ଥିବା ବିଜ୍ଞାପନରେ କୁହାଯାଉଛି । ତେବେ ୪୯ ଟଙ୍କା ଦେଇ ଖାଇବା ଡେଲିଭରି ଆପ୍ଲିକେସନରେ ଅର୍ଡର କଲେ ଆପଣଙ୍କ ଘରେ ଏହି ଚାରୋଟି ମନ୍ଦିରର ଅନ୍ନପ୍ରସାଦ ପହଞ୍ଚିବ ବୋଲି କୁହାଯାଇଛି । ପୂର୍ବରୁ ଶ୍ରୀମନ୍ଦିରର ଅବଢା ଅନଲାଇନରେ ବିକ୍ରିକୁ ନେଇ ସବୁରି ମହଲରେ ଅସନ୍ତୋଷ ପ୍ରକାଶ ପାଇଥିଲା ।
Views: 25