The Ultimate Managed Hosting Platform
ADVERTISEMENT

ଅନ୍ତ୍ୟୋଦୟ ଗୃହ ଯୋଜନାରେ ଚଳିତବର୍ଷ ୧ ଲକ୍ଷ ୫୯ ହଜାର ଜଣଙ୍କୁ ମିଳିବ ଘର : ମନ୍ତ୍ରୀ ରବି ନାୟକ

Facebook
Twitter
LinkedIn

ଭୁବନେଶ୍ୱର : ଅନ୍ତ୍ୟୋଦୟ ଗୃହ ଯୋଜନାରୁ କେହି ବଞ୍ଚିତ ହେବେନି । ଚଳିତବର୍ଷ ୧ ଲକ୍ଷ ୫୯ ହଜାର ଜଣଙ୍କୁ ମିଳିବ ଘର । ଏକ ଲକ୍ଷ ହିତାଧିକାରୀଙ୍କ ତାଲିକା ଏହି ମାସ ଭିତରେ କରାଯିବ ବୋଲି କହିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାୟକ । ଦୁଇ ମାସ ମଧ୍ୟରେ ୱାର୍କ ଅର୍ଡର ଇସୁ କରାଯିବ । ମାନଦଣ୍ଡ ପୂରଣ କରିଥିଲେ ଘର ମିଳିବ ବୋଲି କହିଛନ୍ତି । ଗତ ଥର ଯେଉଁ ନିୟମରେ ଘର ଦିଆଯାଇଥିଲା ସେହି ନିୟମରେ ଚଳିତ ଥର ମଧ୍ୟ ମିଳିବ ବୋଲି ପ୍ରେସମିଟରେ କହିଛନ୍ତି ମନ୍ତ୍ରୀ । ଏହା ୨୦୨୬ ସୁଦ୍ଧା ସଂପୂର୍ଣ୍ଣ କରିବାକୁ ଲକ୍ଷ୍ୟ ରଖାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login