ଭୁବନେଶ୍ୱର : ଭୁବନେଶ୍ୱର ପଟିଆ ଷ୍ଟେସନ ନିକଟରୁ ଅପହୃତ ବର୍ଷକର ଶିଶୁ ଉଦ୍ଧାର । ଶିଶୁ ଉଦ୍ଧାର ନେଇ ମଞ୍ଚେଶ୍ୱର ପୋଲିସ ପକ୍ଷରୁ ସୂଚନା । ପାରିବାରିକ କଳହରୁ ଶିଶୁକୁ ଅପହରଣ କରାଯାଉଥିବା ସୂଚନା । ଷ୍ଟେସନ ନିକଟ ବଜାରରୁ ମାଆ ପାଖରୁ ଶିଶୁକୁ ଛଡାଇ ନେଇଥିଲେ । ଏହି ମାମଲାରେ ବାପା ସମେତ ଦୁଇ ଜଣଙ୍କୁ ଅଟକ ରଖି ପୋଲିସ ପଚରାଉଚରା ଜାରି ରଖିଛି ।ଅପହୃତ ଶିଶୁ ଉଦ୍ଧାର ହେବା ପରେ ଭୁବନେଶ୍ୱର ଡିସିପି ପ୍ରତୀକ ସିଂ ସାମ୍ବାଦିକ ସମ୍ମିଳନୀ କରି କହିଛନ୍ତି, ଶିଶୁ ଅପହୃତ ଖବର ପାଇବା କ୍ଷଣି ତୁରନ୍ତ ନିକଟସ୍ଥ ସମସ୍ତ ଥାନାକୁ ସୂଚନା ଦିଆଯାଇଥିଲା । ଏପରିକି ଶିଶୁକୁ ଉଦ୍ଧାର କରିବାକୁ ପ୍ରତି ଗାଡିକୁ ଯାଞ୍ଚ କରାଯାଇଥିଲା । ତେବେ ଶିଶୁର ବାପାଙ୍କୁ ଅପହୃତ ବାବଦରେ ପଚରାଉଚରା ବେଳେ ସନ୍ଦେହ ସୃଷ୍ଟି ହୋଇଥିଲା । ତାଙ୍କ କଥାରେ ତାଳମେଳ ନଥିବାରୁ ସନ୍ଦେହ ଆହୁରି ବଢିଥିଲା । ପରେ ଶିଶୁଟିକୁ ଅପହୃତ କରିଥିବା ନେଇ ସ୍ୱୀକାର କରିଥିଲା ଅଭିଯୁକ୍ତ ବାପା । ଏହି ଘଟଣାରେ ଅଭିଯୁକ୍ତ ବାପାଙ୍କ ସହ ଅନ୍ୟ ୩ ଜଣଙ୍କ ନାଁରେ ମାମଲା ରୁଜୁ କରିଛି ପୋଲିସ ।
ଅପହୃତ ଶିଶୁ ଉଦ୍ଧାର, ଅପହରଣର ନାଟକ ରଚାଇଥିଲା ନିଜେ ବାପା

Facebook
Twitter
LinkedIn
Facebook
Twitter
LinkedIn
Recent News
ଓଡିଶାରେ କଂଗ୍ରେସର ସ୍ଥାନ ନାହିଁ –ମନମୋହନ
ଭୁବନେଶ୍ୱର : କଂଗ୍ରେସକୁ ତୀବ୍ର ସମାଲୋଚନା କଲେ ମନମୋହନ ସାମଲ । ଓଡିଶାରେ କଂଗ୍ରେସର କୈାଣସି ସ୍ଥାନ ନାହିଁ କହିଲେ ମନମୋହନ । ସୁଯୋଗ ମିଳିଲେ ବି...
ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ
ନୂଆଦିଲ୍ଲୀ : ଅପରେସନ ସିନ୍ଦୂରକୁ ନେଇ ବିଦେଶୀ ଗଣମାଧ୍ୟମ ଉପରେ ବର୍ଷିଲେ ଏନଏସଏ ଅଜିତ ଡୋଭାଲ । ଅପରେସନ ସିନ୍ଦୂରରେ ଭାରତ ଆଦୌ କ୍ଷତି ସହିନି ।...
ରାହୁଲ ଅବାନ୍ତର କଥା କହୁଛନ୍ତି -ଆଇନମନ୍ତ୍ରୀ
ଭୁବନେଶ୍ୱର : ରାହୁଲଗାନ୍ଧୀ ଅବାନ୍ତର କଥା କହୁଛନ୍ତି କହିଲେ ଆଇନମନ୍ତ୍ରୀ । ବଳଭଦ୍ରଙ୍କ ରଥ ମୋଡ ନେବା କାରଣରୁ ରଥ ଟଣା ବିଳମ୍ବ ହେଲା । ଅଦାନୀଙ୍କ...
ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ
ବ୍ୟୁରୋ : ଅମୃତଭଣ୍ଡା ଫାଇବର, ଭିଟାମିନ୍, ମିନେରାଲ୍ ଏବଂ ଆଣ୍ଟିଅକ୍ସିଡାଣ୍ଟରେ ଭରପୂର ଏକ ଫଳ । ପିଲାଙ୍କଠାରୁ ବୃଦ୍ଧ ପର୍ୟ୍ୟନ୍ତ ଘରର ସମସ୍ତଙ୍କ ଖାଦ୍ୟରେ ଅମୃତଭଣ୍ଡା ସାମିଲ...