ଭୁବନେଶ୍ୱର : ଏଣିକି ଅନଲାଇନ ସହ ଅଫଲାଇନରେ ବି ପୈଠ କରିହେବ ଇ-ଚାଲାଣ । ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ନଗଦ ଅର୍ଥ ଗ୍ରହଣ ପାଇଁ ଆରଟିଓଙ୍କୁ ନିଦେ୍ର୍ଦଶ । ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ ସ୍ୱତନ୍ତ୍ର ଭାବେ ଅଧିକାରୀଙ୍କୁ ଦିଆଯିବ ଦାୟିତ୍ୱ । ମୋବାଇଲ ନଂ ଅପଡେଟ ନ ଥିବାରୁ ଓଟିପି ପାଉ ନ ଥିବା ବ୍ୟକ୍ତିଙ୍କୁ ହେବ ସହାୟକ । ଦୁର୍ବଳ ଇଣ୍ଟରନେଟ ଅଞ୍ଚଳର ଲୋକଙ୍କୁ ମଧ୍ୟ ଏହା ସହାୟକ ହେବ । ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ସୂଚନା ।
Views: 80











