ଭୁବନେଶ୍ୱର : ବିଜେଡି ନେତା ତଥା ସାଂସଦ ମାନସ ମଙ୍ଗରାଜଙ୍କ ପ୍ରତିକ୍ରିୟା । କହିଲେ ଅର୍ଚ୍ଚନା ନାଗଙ୍କୁ ମୁଁ ଜାଣି ନାହିଁ । ଚକ୍ରାନ୍ତ କରି ତାଙ୍କ ମୁହଁରେ ମୋ ନାଁ କୁହାଯାଇଛି । କିନ୍ତୁ ଆଜି ବିଜେଡି ବିରୋଧରେ ବର୍ଷିଛନ୍ତି ଅର୍ଚ୍ଚନା ନାଗ । ତାଙ୍କ ଗିରଫଦାରି ପଛରେ ଷଡଯନ୍ତ୍ର ଥିଲା କହିଲେ । ବବି ଦାସ. ମାନସ ମଙ୍ଗରାଜ , ଅମରେଶ ଜେନାଙ୍କ ନାଁ ନେଲେ । ପୋଲିସ ଅଧିକାରୀଙ୍କ ନାଁ ନେଇ ମଧ୍ୟ ଟାର୍ଗେଟ କଲେ । ପ୍ରତୀକ ସିଂ ଓ ପ୍ରକାଶ ପାଲ ମଧ୍ୟ ସମ୍ପୃକ୍ତି ବୋଲି କହିଲେ । ହିମାଂଶୁ ସାହୁ, ତତକାଳୀନ ବାଲିଅନ୍ତା ଆଇଆଇସି ଅନୁପ କାନୁନଗୋ ସମ୍ପୃକ୍ତ । ଏକଥା ନିଜେ ଅଭିଯୋଗକାରିଣୀ ମୋତେ କହିଛନ୍ତି, ତାର ପ୍ରମାଣ ବି ରଖିଛି । ପୋଲିସ ଜେଲ ପରେଡ ବାହାନାରେ ମୋ ପାଖକୁ ଜେଲକୁ ଯାଉଥିଲେ । ମୋତେ ବିଷ ଇଞ୍ଜେକସନ ଦେଇ ହତ୍ୟା ଉଦ୍ୟମ କରିଥିଲେ । ଚା କଫିରେ ବୋଧେ ନିଶା ଦେଉଥିଲେ , ମୁଁ ଶୋଇ ପଢୁଥିଲି । ମାତ୍ର କିଛି ଅଣ୍ଡର ଟ୍ରାଏଲ ଫ୍ରିଜନରଙ୍କ ସହ ଯୋଗରୁ ବଞ୍ଚôଗଲି । ଯଦି ଖଣ୍ଡଗିରି ଥାନାରେ ମାମଲା ଥିଲା , ବାଲିଅନ୍ତା ପୋଲିସ ନେଲା କାହିଁକି ।
ଅର୍ଚ୍ଚନା ନାଗଙ୍କୁ ମୁଁ ଜାଣିନି : ମାନସ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











