ବଲିଉଡ୍ ଅଭିନେତା ସିଦ୍ଧାର୍ଥ ମଲହୋତ୍ରା ଏବଂ ଅଭିନେତ୍ରୀ କିଆରା ଆଡଭାନୀଙ୍କୁ ଫ୍ୟାନ୍ସ ଏକାଠି ଦେଖିବାକୁ ଭଲ ପାଆନ୍ତି। ଶେରସାହା ଫିଲ୍ମରେ ଉଭୟଙ୍କ ଯୋଡିକୁ ଦର୍ଶକଙ୍କ ଠାରୁ ବହୁତ ଭଲ ପାଇବା ମିଳିଛି। ଅଫ୍ ସ୍କ୍ରିନରେ ମଧ୍ୟ ଫ୍ୟାନ୍ସ ସେମାନଙ୍କ ଯୋଡିକୁ ଖୁବ୍ ପସନ୍ଦ କରନ୍ତି। ଗତ କିଛି ସମୟ ଧରି ଖବର ଆସିଥିଲା ଯେ କିଆରା ଏବଂ ସିଦ୍ଧାର୍ଥ ପରସ୍ପରକୁ ଡେଟ୍ କରୁଛନ୍ତି। ବର୍ତ୍ତମାନ ଖବର ଅନୁଯାୟୀ ଦୁହେଁ ପରସ୍ପରଠାରୁ ଅଲଗା ହେବାକୁ ନିଷ୍ପତ୍ତି ନେଇଛନ୍ତି। ସିଦ୍ଧାର୍ଥ ଏବଂ କିଆରାଙ୍କ ରାସ୍ତା ଅଲଗା ହୋଇଯାଇଛି। ବଲିଉଡ୍ ଅଭିନେତା ସିଦ୍ଧାର୍ଥ ମଲହୋତ୍ରା ଏବଂ ଅଭିନେତ୍ରୀ କିଆରା ଆଡଭାନୀଙ୍କୁ ଫ୍ୟାନ୍ସ ଏକାଠି ଦେଖିବାକୁ ଭଲ ପାଆନ୍ତି। ଶେରସାହା ଫିଲ୍ମରେ ଉଭୟଙ୍କ ଯୋଡିକୁ ଦର୍ଶକଙ୍କ ଠାରୁ ବହୁତ ଭଲ ପାଇବା ମିଳିଛି। ଅଫ୍ ସ୍କ୍ରିନରେ ମଧ୍ୟ ଫ୍ୟାନ୍ସ ସେମାନଙ୍କ ଯୋଡିକୁ ଖୁବ୍ ପସନ୍ଦ କରନ୍ତି। ଗତ କିଛି ସମୟ ଧରି ଖବର ଆସିଥିଲା ଯେ କିଆରା ଏବଂ ସିଦ୍ଧାର୍ଥ ପରସ୍ପରକୁ ଡେଟ୍ କରୁଛନ୍ତି। ବର୍ତ୍ତମାନ ଖବର ଅନୁଯାୟୀ ଦୁହେଁ ପରସ୍ପରଠାରୁ ଅଲଗା ହେବାକୁ ନିଷ୍ପତ୍ତି ନେଇଛନ୍ତି। ସିଦ୍ଧାର୍ଥ ଏବଂ କିଆରାଙ୍କ ରାସ୍ତା ଅଲଗା ହୋଇଯାଇଛି।
ଅଲଗା ହେଲେ ସିଦ୍ଧାର୍ଥ ମଲହୋତ୍ରା-କିଆରା ଆଡଭାନୀ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











