The Ultimate Managed Hosting Platform
ADVERTISEMENT

ଅଶ୍ୱିନୀ ବୈଷ୍ଣବ ରାଜ୍ୟସଭା ପ୍ରାର୍ଥୀ , ବିଜେଡିର ସମର୍ଥନ

Facebook
Twitter
LinkedIn

ଭୁବନେଶ୍ୱର : ବିଜେପିର ରାଜ୍ୟସଭା ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବଙ୍କୁ ବିଜେଡିର ସମର୍ଥନ । ଅଶ୍ୱିନୀଙ୍କୁ ସମର୍ଥନ ନେଇ ବିଜେଡି ପକ୍ଷରୁ ପ୍ରେସ ରିଲିଜ ଜାରି । ରାଜ୍ୟର ବୃହତ୍ତର ସ୍ୱାର୍ଥ ଦୃଷ୍ଟିରୁ ସମର୍ଥନ ଘୋଷଣା । ରେଲୱେ ଟେଲିକମ କ୍ଷେତ୍ରରେ ଓଡିଶାର ସ୍ୱାର୍ଥ ଦୃଷ୍ଟିରୁ ସମର୍ଥନ । ୨୦୧୯ରେ ବି ଅଶ୍ୱିନୀ ବୈଷ୍ଣବଙ୍କୁ ସମର୍ଥନ କରିଥିଲା ବିଜେଡି ।
ପୁଣି ଓଡିଶାରୁ ରାଜ୍ୟସଭା ପ୍ରାର୍ଥୀ ହେଲେ ଅଶ୍ୱିନୀ ବୈଷ୍ଣବ । ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ନାଁ ଘୋଷଣା କଲା ବିଜେପି । ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ବିଜ୍ଞପ୍ତି ଜାରି । କାଲି ବିଜେଡିର ୨ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଛନ୍ତି । ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ ନାମାଙ୍କନ କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login