The Ultimate Managed Hosting Platform
ADVERTISEMENT

ଅସୁସ୍ଥ ଥିଲେ ରଥଯାତ୍ରା ଭିଡକୁ ଆସନ୍ତୁ ନାହିଁ –ମନ୍ତ୍ରୀ

Facebook
Twitter
LinkedIn

ପୁରୀ : ଅସୁସ୍ଥ ଥିଲେ ଭିଡ଼କୁ ଆସନ୍ତୁ ନାହିଁ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି । କୋଭିଡ ପାଇଁ ଭୟ କରିବାର ଆବଶ୍ୟକତା ନାହିଁ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି । ରଥଯାତ୍ରାରେ ୩୦୦ରୁ ଅଧିକ ଡାକ୍ତର ନିୟୋଜିତ ରହିବେ । ରଥଯାତ୍ରା ଦ୍ବିତୀୟ ସମନ୍ବୟ କମିଟି ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏହି ସୂଚନା ଦେଇଛନ୍ତି । ପୁରୀ ମେଡିକାଲରେ ୧୫ଟି ସ୍ବତନ୍ତ୍ର ଆଇସିୟୁ ବେଡ୍ ବ୍ୟବସ୍ଥା କରାଯାଉଛି । ଆସନ୍ତା ୨୭ ତାରିଖରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ପ୍ରଶାସନିକ ପ୍ରସ୍ତୁତି ଆରମ୍ଭ ହୋଇଥିବା ବେଳେ ଦିନ ୧୧ଟାରେ ପୁରୀ ପୌରସଦନରେ ବସିବ ବୈଠକ । ଏଥିରେ ବିଭାଗୀୟ ଅଧିକାରୀ ସେମାନଙ୍କ ବିଭାଗର ଆକ୍ସନ ପ୍ଲାନ ରିପୋର୍ଟ ଦାଖଲ କରିବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

Operation Sindoor : ଭାରତ-ପାକ ଯୁଦ୍ଧ: ପାକିସ୍ତାନକୁ ଆମେରିକା ରାଷ୍ଟ୍ରପତିଙ୍କ କଡା ଚେତାବନୀ

ଭାରତକୁ ଟ୍ରମ୍ପଙ୍କ ଧମକ , ୨୪ ଘଣ୍ଟାରେ ଶୁଳ୍କ ବୃଦ୍ଧି କରିବେ ଟ୍ରମ୍ପ

ନୂଆଦିଲ୍ଲୀ : ଭାରତକୁ ଟ୍ରମ୍ପଙ୍କ ନୂଆ ଧମକ । ୨୪ ଘଣ୍ଟାରେ ଭାରତ ଉପରେ ବଡ଼ ଶୁଳ୍କ ବୃଦ୍ଧି କରିବାକୁ ଧମକ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ।...

ADVERTISEMENT
ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲି : ମୋହାଲି ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ। ଚାଲିଗଲା ୨ଜଣକ ଜୀବନ। ବୁଧବାର ଦିନ ପଞ୍ଜାବର ମୋହାଲିରେ ଏକ ଅକ୍ସିଜେନ ପ୍ଲାଣ୍ଟରେ ବଡ଼ ବିସ୍ଫୋରଣ ଘଟିବାରୁ ଏପର୍ୟ୍ୟନ୍ତ...

Login