The Ultimate Managed Hosting Platform
ADVERTISEMENT

ଆଇଇଡି ବିସ୍ଫୋରଣ , ଜଣେ ଏଏସପି ଯବାନ ସହିଦ

Facebook
Twitter
LinkedIn

ମାଲକାନଗିରି : ଆଇଇଡି ବିସ୍ଫୋରଣରେ କୋଣ୍ଚା ଏଏସପି ସହିଦ । ସୁକୁମା ଜିଲ୍ଲା କୋଣ୍ଟା-ଏରାବୋରା ରାସ୍ତାରେ ବିସ୍ଫୋରଣ । କୋଣ୍ଟା ଏଏସପି ଆକାଶ ରାଓ ଗିରପୁଞ୍ଜେ ସହିଦ । ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଏଏସପି ସହିଦ । କିଛି ଯବାନ ଓ ଅଧିକାରୀ ଆହତ ହୋଇଥିବା ସୂଚନା । ଆକାଶ ରାଓ ଗିରପୁଞ୍ଜେଙ୍କ ସହିଦ ହେବା ଯୋଗୁଁ ସମଗ୍ର ପୋଲିସ ବିଭାଗରେ ଶୋକର ଛାୟା ଖେଳିଯାଇଛି। ବିସ୍ଫୋରଣରେ କୋଣ୍ଟା ପୋଲିସ ଷ୍ଟେସନ ଇନଚାର୍ଜ (ଟିଆଇ) ଏବଂ ଏସଡିପିଓ ମଧ୍ୟ ଆହତ ହୋଇଛନ୍ତି, ଯାହାଙ୍କ ଚିକିତ୍ସା ଚାଲିଛି । ପୋଲିସ ଦଳ ପାଟ୍ରୋଲିଂରେ ବାହାରିଥିବା ବେଳେ କୋଣ୍ଟା ପୋଲିସ ଷ୍ଟେସନ ଅଞ୍ଚଳରେ ଏହି ଘଟଣା ଘଟିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

Operation Sindoor : ଭାରତ-ପାକ ଯୁଦ୍ଧ: ପାକିସ୍ତାନକୁ ଆମେରିକା ରାଷ୍ଟ୍ରପତିଙ୍କ କଡା ଚେତାବନୀ

ଭାରତକୁ ଟ୍ରମ୍ପଙ୍କ ଧମକ , ୨୪ ଘଣ୍ଟାରେ ଶୁଳ୍କ ବୃଦ୍ଧି କରିବେ ଟ୍ରମ୍ପ

ନୂଆଦିଲ୍ଲୀ : ଭାରତକୁ ଟ୍ରମ୍ପଙ୍କ ନୂଆ ଧମକ । ୨୪ ଘଣ୍ଟାରେ ଭାରତ ଉପରେ ବଡ଼ ଶୁଳ୍କ ବୃଦ୍ଧି କରିବାକୁ ଧମକ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ।...

ADVERTISEMENT
ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲି : ମୋହାଲି ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ। ଚାଲିଗଲା ୨ଜଣକ ଜୀବନ। ବୁଧବାର ଦିନ ପଞ୍ଜାବର ମୋହାଲିରେ ଏକ ଅକ୍ସିଜେନ ପ୍ଲାଣ୍ଟରେ ବଡ଼ ବିସ୍ଫୋରଣ ଘଟିବାରୁ ଏପର୍ୟ୍ୟନ୍ତ...

Login