The Ultimate Managed Hosting Platform
ADVERTISEMENT

ଆଇସିୟୁରେ ଭୋଗରାଇ ବିଧାୟକ ଅନନ୍ତ ଦାସ

Facebook
Twitter
LinkedIn

ବାଲେଶ୍ୱର: ବାଲେଶ୍ୱର ଭୋଗରାଇ ବିଧାୟକ ଅନନ୍ତ ଦାସ ଗୁରୁତର । ତାଙ୍କୁ ଆଇସିୟୁରେ ଭର୍ତି କରାଯାଇଛି । ବୟସାଧିକ କାରଣରୁ ଗତ କିଛି ଦିନ ହେବ ସେ ସ୍ୱାସ୍ଥ୍ୟଗତ ସମସ୍ୟାର ସାମ୍ନା କରୁଥିଲେ । ଗତକାଲି ସଂଧ୍ୟାରେ ସେ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିଥିଲେ । ଫଳରେ ପରିବାର ଲୋକେ ତୁରନ୍ତ ତାଙ୍କୁ ବାଲେଶ୍ୱର ଫକୀରମୋହନ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତି କରାଇଛନ୍ତି । ବିଧାୟକ ଅନନ୍ତ ଦାସ ଏବେ ଆଇସିୟୁରେ ଚିକିତ୍ସାଧୀନ ଅଛନ୍ତି । ଦୁଇ ଜଣ ବରିଷ୍ଠ ଡାକ୍ତର ବିଧାୟକଙ୍କ ଚିକିତ୍ସା କରୁଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login