The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଆଗାମୀ ୧୨ ଘଣ୍ଟାରେ ଘନୀଭୂତ ହୋଇ ଅବପାତର ରୂପ ନେବ ଲଘୁଚାପ, ଦକ୍ଷିଣ ଓଡିଶା ସମେତ ଉପକୂଳରେ ବର୍ଷା ସମ୍ଭାବନା

Facebook
Twitter
LinkedIn

ଭୁବନେଶ୍ୱର : ବଙ୍ଗୋପସାଗରରେ ଘନୀଭୂତ ହେବ ଲଘୁଚାପ। ଆଗାମୀ ୧୨ ଘଣ୍ଟାରେ ଏହା ଘନୀଭୂତ ହୋଇ ଅବପାତର ରୂପ ନେବା ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗତକାଲିର ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ସାମାନ୍ୟ ଉତ୍ତର ଆଡ଼କୁ ଗତି କରିଛି। ଏହା ଆଜି ପଶ୍ଚିମ-କେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଦକ୍ଷିଣ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ରହିଛି। ଏହା ଆହୁରି ଅଧିକ ଘନୀଭୂତ ହୋଇ ୧୨ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ଜାରି ରହିଛି। ଆସନ୍ତାକାଲି ଯାଏଁ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଦକ୍ଷିଣ ଓଡ଼ିଶା ସମେତ ଉପକୂଳ ଓଡ଼ିଶାରେ ବର୍ଷାର ସମ୍ଭାବନା ରହିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ସୋଭନା ମହାନ୍ତିଙ୍କୁ ମହିଳା କମିଶନ ଅଧ୍ୟକ୍ଷା ଓ ବବିତା ପାତ୍ରଙ୍କୁ ଶିଶୁ ସୁରକ୍ଷା ଆୟୋଦ ଅଧ୍ୟକ୍ଷା ଭାବେ ନିଯୁକ୍ତ ଦେଲେ ରାଜ୍ୟ ସରକାର

ସୋଭନା ମହାନ୍ତିଙ୍କୁ ମହିଳା କମିଶନ ଅଧ୍ୟକ୍ଷା ଓ ବବିତା ପାତ୍ରଙ୍କୁ ଶିଶୁ ସୁରକ୍ଷା ଆୟୋଦ ଅଧ୍ୟକ୍ଷା ଭାବେ ନିଯୁକ୍ତ ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର : ସୋଭନା ମହାନ୍ତି ହେଲେ ନୂଆ ମହିଳା କମିଶନ ଅଧ୍ୟକ୍ଷା । ୩ ବର୍ଷ ପାଇଁ ନିଯୁକ୍ତ ହେଲେ ରାଜ୍ୟ ସରକାର । ନିଯୁକ୍ତି ନେଇ...

ଉତ୍ତରକାଶୀରେ ବାଦଲ ଫଟା ବର୍ଷା, ବାଦଲଫଟା ବର୍ଷାରେ ଭାସିଗଲା ଘର

ଉତ୍ତରକାଶୀରେ ବାଦଲ ଫଟା ବର୍ଷା, ବାଦଲଫଟା ବର୍ଷାରେ ଭାସିଗଲା ଘର

ନୂଆଦିଲ୍ଲୀ : ଉତ୍ତରାଖଣ୍ଡର ଉତ୍ତରକାଶୀରେ ବାଦଲଫଟା ବର୍ଷା । ପାହାଡିଆ ଅଞ୍ଚଳରେ ବାଦଲଫଟା ବର୍ଷା ଯୋଗୁ ଭୂସ୍ଖଳନ । ବାଦଲଫଟା ବର୍ଷା ଓ ଭୂସ୍ଖଳନ ଯୋଗୁଁ ଜନଜୀବନ...

ADVERTISEMENT
ଜମ୍ମୁକାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ପରଲୋକ

ଜମ୍ମୁକାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ପରଲୋକ

ନୂଆଦିଲ୍ଲୀ : ଜମ୍ମୁକାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ପରଲୋକ । ୭୯ ବର୍ଷ ବୟସରେ ସତ୍ୟପାଲ ମଲ୍ଲିକଙ୍କ ପରଲୋକ । ଆରଏମଏଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ...

ଏମକେସିଜିରେ ଗୋଟିଏ ସିଲିଣ୍ଡର ୨ ଶିଶୁଙ୍କୁ ଦିଆଯିବା ଘଟଣା : ରିପୋର୍ଟ ମାଗିଲେ ଆରଡିସି

ଏମକେସିଜିରେ ଗୋଟିଏ ସିଲିଣ୍ଡର ୨ ଶିଶୁଙ୍କୁ ଦିଆଯିବା ଘଟଣା : ରିପୋର୍ଟ ମାଗିଲେ ଆରଡିସି

ଭୁବନେଶ୍ୱର : ଏମକେସିଜିରେ ଗୋଟିଏ ସିଲିଣ୍ଡର ୨ ଶିଶୁଙ୍କୁ ଦିଆଯିବା ଘଟଣା । ଏମକେସିଜି ଅଧକ୍ଷଙ୍କୁ ରିପୋର୍ଟ ମାଗିଲେ ଦକ୍ଷିଣାଞ୍ଚଳ ଆରଡିସି । ସୋସିଆଲ ମିଡିଆର ଏକ...

Login