The Ultimate Managed Hosting Platform
ADVERTISEMENT

ଆଗ୍ରାର ତାଜମହଲରେ ଅଗ୍ନିକାଣ୍ଡ

Facebook
Twitter
LinkedIn

ୟୁପି : ଉତ୍ତରପ୍ରଦେଶ ଆଗ୍ରାରେ ଥିବା ବିଶ୍ବ ପ୍ରସିଦ୍ଧ ତାଜମହଲର ଦକ୍ଷିଣ ଦ୍ବାରରେ ଅଗ୍ନିକାଣ୍ଡ ଘଟିଛି । ସର୍ଟ ସର୍କିଟ୍ କାରଣରୁ ଏପରି ଅଘଟଣ ଘଟିଥିବା ଜଣାପଡିଛି । ଫଳରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଥିଲା । ଏପରି ଘଟଣା ଗତକାଲି ସକାଳେ ଦେଖିବାକୁ ମିଳିଛି । ଘଟଣାସ୍ଥଳରେ ଥିବା କର୍ମଚାରୀମାନେ ତୁରନ୍ତ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଅଧିକାରୀ ଏବଂ ଟୋରେଣ୍ଟ ପାୱାରକୁ ସୂଚନା ଦେଇଥିଲେ । ସୂଚନା ପାଇବା ମାତ୍ରେ ଟୋରେଣ୍ଟ ପାୱାରର ଏକ ଟିମ୍ ଘଟଣାସ୍ଥଳରେ ପହଞ୍ଚି ତୁରନ୍ତ ସମସ୍ୟାର ସମାଧାନ କରିଥିଲେ ।ଟୋରେଣ୍ଟ ପାୱାର ମରାମତି ପାଇଁ ଦୁଇ ଘଣ୍ଟା ପାଇଁ ତାଜମହଲର ଦ୍ୱାରା ବନ୍ଦ କରିଦେଇଥିଲା । ଅଗ୍ନିକାଣ୍ଡ ତାଜମହଲର ସୁରକ୍ଷା ବ୍ୟବସ୍ଥାକୁ ପ୍ରଭାବିତ କରିନଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login