The Ultimate Managed Hosting Platform
ADVERTISEMENT

ଆଜିଠାରୁ ଉତ୍ତରାଖଣ୍ଡରେ ଲାଗୁ ହେବ ୟୁସିସି

Facebook
Twitter
LinkedIn

ଡେରାଡୁନ: ଉତ୍ତରାଖଣ୍ଡ ଆଜି ଇତିହାସ ସୃଷ୍ଟି କରିବାକୁ ଯାଉଛି। କାରଣ ଆଜିଠାରୁ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ ହେବ। ଉତ୍ତରାଖଣ୍ଡ ଦେଶର ପ୍ରଥମ ରାଜ୍ୟ ହେବ ଯେଉଁଠାରେ ଏହା ଲାଗୁ ହେବାକୁ ଯାଉଛି। ସରକାରୀ ଅଧିକାରୀମାନେ କହିଛନ୍ତି ଯେ ୟୁସିସି ସମଗ୍ର ଉତ୍ତରାଖଣ୍ଡରେ କାର୍ୟ୍ୟକାରୀ ହେବ ଏବଂ ବାହାରେ ରହୁଥିବା ରାଜ୍ୟ ବାସିନ୍ଦାଙ୍କ ପାଇଁ ମଧ୍ୟ ପ୍ରଯୁଜ୍ୟ ହେବ। ରାଜ୍ୟ ସଚିବାଳୟରେ ୟୁସିସି ପୋର୍ଟାଲ ଉନ୍ମୋଚନ କରାଯିବାର କାର୍ୟ୍ୟକ୍ରମର ନେତୃତ୍ୱ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି ନେବେ। ରବିବାର ଦିନ, ଧାମି କହିଥିଲେ ଯେ ୟୁସିସି ଧର୍ମ, ଲିଙ୍ଗ, ଜାତି କିମ୍ବା ସମ୍ପ୍ରଦାୟ ଆଧାରରେ ଭେଦଭାବ ମୁକ୍ତ ଏକ ସମନ୍ୱିତ ସମାଜର ମୂଳଦୁଆ ସ୍ଥାପନ କରିବ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତାଙ୍କୁ ପ୍ରଭାତୀଙ୍କ ଟାର୍ଗେଟ

ମମତାଙ୍କୁ ପ୍ରଭାତୀଙ୍କ ଟାର୍ଗେଟ

ଭୁବନେଶ୍ୱର : ମମତା ବାନାର୍ଜୀଙ୍କୁ କଡା କାଉଣ୍ଟପ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଝିଅମାନେ ରାତିରେ ବାହାରକୁ ଯିବା ଉଚିତ ନୁହେଁ ମମତାଙ୍କ ମନ୍ତବ୍ୟକୁ ସମାଲୋଚନା...

Login