The Ultimate Managed Hosting Platform
ADVERTISEMENT

ଆଜିଠାରୁ ମାଟ୍ରିକ୍ ସପ୍ଲିମେଣ୍ଟାରି ପରୀକ୍ଷା

Facebook
Twitter
LinkedIn

କଟକ: ଆଜିଠାରୁ ମାଟ୍ରିକ୍ ସପ୍ଲିମେଣ୍ଟାରି ପରୀକ୍ଷା । ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଚଳିତ ବର୍ଷର ମାଟ୍ରିକ୍ ସପ୍ଲିମେଣ୍ଟାରି ଓ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା।ସକାଳ ୯ଟାରୁ ୧୧ଟା ମାଟ୍ରିକ୍ ସପ୍ଲିମେଣ୍ଟାରି ଓ ତାପରେ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହା ଜୁଲାଇ ୩ତାରିଖରୁ ଜୁଲାଇ ୮ତାରିଖ ପର୍ୟ୍ୟନ୍ତ ରାଜ୍ୟର ୮୦ଟି ପରୀକ୍ଷା କେନ୍ଦ୍ରରେ ଅନୁଷ୍ଠିତ ହେଉଛି। ମାଟ୍ରିକ୍ ସପ୍ଲିମେଣ୍ଟାରି ପରୀକ୍ଷା ପାଇଁ ୧୩୧୧ ଜଣ ଓ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା ପାଇଁ ୮୯୧୫ଜଣ ପରୀକ୍ଷାର୍ଥୀ ଫର୍ମପୂରଣ କରିଛନ୍ତି। ଆଜି ସକାଳୁ ପରୀକ୍ଷାର୍ଥୀମାନେ ଶୃଙ୍ଖଳିତ ଢଙ୍ଗରେ ଆସି ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଉଥିବା ଦେଖିବାକୁ ମିଳିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login