The Ultimate Managed Hosting Platform
ADVERTISEMENT

ଆଜିଠୁ ଦୁଇ ଦିନ ରାଜ୍ୟରେ କାଳ ବୈଶାଖୀ ନେଇ ସତର୍କ ସୂଚନା

Facebook
Twitter
LinkedIn

ଭୁବନେଶ୍ୱର : ଦୁଇ ଦିନ ପ୍ରବଳ ବର୍ଷିବ । କାଳ ବୈଶାଖୀ ନେଇ ସତର୍କ ସୂଚନା ଦେଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର । କାଳବୈଶାଖୀ ପ୍ରଭାବରେ ବର୍ଷା, ପବନ ଓ ବଜ୍ରପାତ ହେବାର ଆଶଙ୍କା ରହିଛି । କିଛି ଜିଲ୍ଲାରେ ୩୦ରୁ ୫୫ କିଲୋମିଟର ପର୍ୟ୍ୟନ୍ତ ପବନ ବହିପାରେ ବୋଲି ସୂଚନା ରହିଛି । ଆଜି ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୧୪ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା ମଧ୍ୟ ହେବାର ସମ୍ଭାବନା ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login