The Ultimate Managed Hosting Platform
ADVERTISEMENT

ଆଜିଠୁ ପ୍ରବଳ ଖରା : ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ ତାପମାତ୍ରା

Facebook
Twitter
LinkedIn

ଭୁବନେଶ୍ୱର: ଆଜିଠୁ ପ୍ରବଳ ଖରା। ରାଜ୍ୟରେ ଆସନ୍ତା ୨ ଦିନରେ ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ ତାପମାତ୍ରା। ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପାଗ ସଂପୂର୍ଣ୍ଣ ଶୁଖିଲା ଓ ଖରାଟିଆ ରହିବ। ତାତିରେ ସିଝୁଛି ରାଜଧାନୀ। ଆଜି ଦିନର ସର୍ବୋଚ୍ଚ ତାପମାତ୍ରା ୩୬ ଡିଗ୍ରୀ ରହିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ।ଗତକାଲି ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ଖରା ହୋଇଥିଲା। ହେଲେ ଅପରାହ୍ଣରେ ସାମାନ୍ୟ ମେଘୁଆ ପାଗ ରାଜ୍ୟବାସୀଙ୍କୁ ଖରାରୁ ଆଶ୍ୱସ୍ତି ଦେଇଥିଲା। ଉପକୂଳ ଓଡ଼ିଶାର କିଛି ଅଞ୍ଚଳ ସମେତ କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କନ୍ଧମାଳ, କଳାହାଣ୍ଡି ଓ ରାୟଗଡ଼ା ଆଦି ଜିଲ୍ଲାର କିଛି ଅଂଶରେ ହାଲୁକା ବର୍ଷା ହୋଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login