ଭୁବନେଶ୍ୱର : ଆଜିଠୁ ବିଧାନସଭାର ମୈାସୁମୀ ଅଧିବେଶନ । ୨୫ ତାରିଖ ଯାଏଁ ଚାଲିବ, ରହିଛି ୭ଟି କାର୍ଯ୍ୟଦିବସ । ଆଇନ ଶୃଙ୍ଖଳା, ନାରୀ ନିର୍ଯ୍ୟାତନା, ସାର ପ୍ରସଙ୍ଗରେ ଘେରିପାରନ୍ତି ବିରୋଧି । ଗୃହରେ ସରକାରଙ୍କୁ ଘେରିବାକୁ ରଣନୀତି ପ୍ରସ୍ତୁତ କରିଛି ବିଜେଡି। ମହିଳା ନିର୍ୟାତନା ମାମଲା, ସାର ଅଭାବ, ଓଟିଇଟି ପ୍ରଶ୍ନପତ୍ର ଲିକ୍, ବାହାର ରାଜ୍ୟକୁ ବଡ ବଡ ଶିଳ୍ପ ଚାଲିଯିବା, ପଞ୍ଚାୟତିରାଜ ବ୍ୟବସ୍ଥାରେ ନିର୍ବାଚିତ ପ୍ରତିନିଧିଙ୍କ କ୍ଷମତା ସଙ୍କୁଚିତ ଆଦି ପ୍ରସଙ୍ଗ ଉଠାଇବାକୁ ବିଜେଡି ରଣନୀତି କରିଛି । କଂଗ୍ରେସ ବିଧାୟକ ଦଳ ବୈଠକରେ ବିଧାନସଭା ଅଧିବେଶନ ପାଇଁ ଷ୍ଟ୍ରାଟେଜି ପ୍ରସ୍ତୁତ ହୋଇଛି । ମହିଳା ନିର୍ୟାତନା , ସାର ଅଭାବ ଆଦିକୁ ମୁଖ୍ୟ ପ୍ରସଙ୍ଗ କରିବ କଂଗ୍ରେସ । ସେହିପରି ସରକାରଙ୍କ ବିରୋଧରେ କଂଗ୍ରେସ ଅନାସ୍ଥା ପ୍ରସ୍ତାବ ଆଣିବ। ବିଧାନସଭା ସୁରକ୍ଷା ୩୦ ପ୍ଲାଟୁନ ଫୋର୍ସ ଓ ପ୍ରାୟ ୧୫୦ ଅଫିସର । ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ସହ ସିସିଟିଭି ନଜରରେ ରହିବ ବିଧାନସଭା । ୫ଟି ଅସ୍ଥାୟୀ କଣ୍ଟ୍ରୋଲ ରୁମ ଖୋଲାଯାଇଛି । ଦାୟିତ୍ବରେ ଅଛନ୍ତି ୧୫୦ ଅଧିକାରୀ । ବୋମା ନିଷ୍କ୍ରିୟକାରି ଦଳ, ଡଗ ସ୍କ୍ୱାର୍ଡ ଓ ଅଗ୍ନିଶମ ଟିମ୍ ମଧ୍ୟ ମୁତୟନ ରହିବେ । ଲୋୟର ପିଏମଜିରେ ଆନ୍ଦୋଳନକାରୀଙ୍କ ଉପରେ ନଜର ରଖିବ ଡ୍ରୋନ । ବିଧାନସଭା ଚାରିପଟେ ବୁଲିବ ଆଣ୍ଟି କମ୍ବାଟ ଭେଇକିଲ ।
ଆଜିଠୁ ବିଧାନସଭା ଅଧିବେଶନ, ସୁରକ୍ଷାରେ ୩୦ ପ୍ଲାଟୁନ ଫୋର୍ସ
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







