ଭୁବନେଶ୍ୱର : ଆଜିଠୁ ବିଧାନସଭା ଶୀତକାଳୀନ ଅଧିବେଶନ । ଗୃହରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଶୋକ ପ୍ରସ୍ତାବ । ଦିନ ୧୧ଟା ବେଳେ ଗୃହ କାର୍ୟ୍ୟ ଆରମ୍ଭ ହେବ । ବିଧାନସଭା କାର୍ୟ୍ୟସୂଚି ଅନୁସାରେ ପ୍ରଥମେ ଗୃହରେ ଦିବ୍ୟଗତଙ୍କ ପାଇଁ ଶୋକ ପ୍ରସ୍ତାବ ଆଗତ କରାଯିବ । ଗୃହର ନେତା ମୁଖ୍ୟମନ୍ତ୍ରୀ ଆଗତ କରିବେ । ପରେ ପଞ୍ଚୟତରାଜ ଓ ପାନୀୟ ଜଳ, ଗୃହ ନିର୍ମାଣ ଓ ପୌର ଉନ୍ନୟନ, ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଗ୍ରାମ୍ୟ ଉନ୍ନୟନ, ସରକାରୀ ଉଦ୍ୟୋଗ, ଶ୍ରମ ଓ କର୍ମଚାରୀ ରାଜ୍ୟ ବିମା ବିଭାଗର ପ୍ରଶ୍ନକାଳ ରହିଛି । ଅପରାହ୍ନରେ ୨୦୨୪-୨୫ ଆର୍ଥିକ ବର୍ଷର ଅତିରିକ୍ତ ବଜେଟ୍ ଗୃହରେ ଆଗତ ହେବ । ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ଗୃହରେ ଅତିରିକ୍ତ ବଜେଟ ଆଗତ କରିବେ । ଅନ୍ୟପଟେ ଶୀତକାଳିନ ଅଧିବେଶନ ପାଇଁ ବିଜେଡି , ବିଜେପି ଓ କଂଗ୍ରେସ ବିଧାୟକ ଦଳ ବୈଠକ ବସି ରଣନୀତି ପ୍ରସ୍ତୁତ କରିଛନ୍ତି । ଦୁଇ ବିରୋଧୀ ଶୀତ ଅଧିବେଶନରେ ସରକାରଙ୍କୁ ଘେରିବା ପାଇଁ ଯୋଜନା କରିଛନ୍ତି। ଶାସକ ବିଜେପି ବିରୋଧୀଙ୍କୁ ମୁକାବିଲା କରିବା ପାଇଁ କାଉଁଣ୍ଟର ରଣନୀତି ପ୍ରସ୍ତୁତ କରିଛି । ବିଧାନସଭାକୁ ସୁରୁଖୁରୁରେ ଚଳାଇବା ପାଇଁ ସୋମବାର ବାଚସ୍ପତି ସର୍ବଦଳୀୟ ବୈଠକ କରି ସବୁ ଦଳର ସହଯୋଗ ଲୋଡିଥିଲେ। ପ୍ରଥମ ଦିନରେ ଆସିବ ଅତିରିକ୍ତ ବଜେଟ । ସରକାରଙ୍କ ଘେରିବାକୁ ବିରୋଧୀଙ୍କ ରଣନୀତି ପ୍ରସ୍ତୁତ ।
ଆଜିଠୁ ବିଧାନସଭା ଶୀତ ଅଧିବେଶନ
Facebook
Twitter
LinkedIn
Facebook
Twitter
LinkedIn
Recent News
Parhaat Sweepstakes Casinon bonukset ilman talletusta oikean rahan palkintoihin elokuussa 2026
Kun olet valinnut talletusvapaan kasinobonuksen ja lunastanut sen (varmista), Pottila alue että täytät kierrätysvaatimukset annetun aikarajan sisällä. Etsitpä sitten uutta...
The official website for Indian players is RajBet Online Casino.
No additional promo code is mandatory for base participation; the bonus relates to the initial deposit and fulfills standard wagering...
Top 10 USA Online Casinos for Real Money support and incident response before launch Gambling in 2026
This blackjack game offers the best odds of any in the US. If the dealer busted with a 22, remaining...
Top Online Casinos for Real Money in 2026
New players in the online gambling world are advised to use cryptocurrency when engaging with top mobile casinos. By depositing...







