ଭୁବନେଶ୍ୱର : ଆଜିଠୁ ସିବିଏସଇ ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷା । ସକାଳ ସାଢେ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପ୍ରଥମ ସିଟିଂ ପରୀକ୍ଷା । ଦେଶରେ ୩୯ ଲକ୍ଷ , ରାଜ୍ୟରେ ୬୦ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେବେ । ୧୦ଟା ସୁଦ୍ଧା ପରୀକ୍ଷା କେନ୍ଦ୍ରରେ ପହଁଚିବାକୁ ସିବିଏସଇର ନିଦେ୍ର୍ଦଶ ।
Views: 114

ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...