The Ultimate Managed Hosting Platform
ADVERTISEMENT

ଆଜି ଅଣସର ତ୍ରୟୋଦଶୀ, ଲାଗି ହେବ ଘଣା ଓ ଖଳି ପ୍ରସାଦ

Facebook
Twitter
LinkedIn

ପୁରୀ : ଆଜି ଅନବସର ଘରେ ବିରାଜିତ ମହାପ୍ରଭୁଙ୍କ ଘଣାଲାଗି । ଶ୍ରୀପୟର ମୁଦା ଉପପକ୍ଷେ ପାଟଡୋର ଓ ଖଳି ପ୍ରସାଦ ଲାଗି ହେବ । ଚଳିତବର୍ଷ ଶ୍ରୀଜଗନ୍ନାଥଙ୍କର ଘଣାଲାଗି କରାଯିବ । ଗୋପନୀୟ ଭାବେ ଘଣା ଲାଗି ପରେ ଫଳି ଲାଗି ହେବ । ଆସନ୍ତାକାଲି ଦତ୍ତମହାପାତ୍ର ବନକ ଲାଗି ଆରମ୍ଭ ହେବ । ଏହି ଖଳିକୁ ଶୁଦ୍ଧ ସୁଆର ମାନେ ନିଜନିଜ ବାସଭବନରେ ଶୁଦ୍ଧପୁତ ଭାବେ ପ୍ରସ୍ତୁତ କରିଥାନ୍ତି । ଏହି ଖଳି ବିଜେ ପାଇଁ ଶ୍ରୀମନ୍ଦିରରୁ ଘଣ୍ଟ,ଛତା ସହ ଡକାରା ଯାଇଥାଏ। ବିଜେ କାହାଳି, ବଜୟନ୍ତ୍ରୀ, ଘଣ୍ଟଛତା ସହ ଶୋଭାଯାତ୍ରାରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଲାଗି ନିମନ୍ତେ ତିନି ଶୁଦ୍ଧ ସୁଆର ଅଧିବାସିତ ଖଳି ପ୍ରସାଦକୁ ଶ୍ରୀମନ୍ଦିରକୁ ବିଜେ କରାଇବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବିମାନରେ ମଦ ପିଇ କ୍ରୁ ମେମ୍ବରଙ୍କୁ ଗାଳି କଲେ ୨ ଯାତ୍ରୀ

ଏୟାର ଇଣ୍ଡିଆ ବିମାନରେ ପୁଣି ଯାନ୍ତ୍ରିକ ତ୍ରୁଟି, ରନୱେରୁ ଫେରିଗଲା ବିମାନ

ନୂଆଦିଲ୍ଲୀ : ଇନ୍ଦୋରରୁ ଭୁବନେଶ୍ବର ଆସୁଥିବା ଇଣ୍ଡିଗୋ ବିମାନରେ ଯାନ୍ତ୍ରିକ ତ୍ରୁଟି । ରନୱେରୁ ଫେରିଲା ବିମାନ । ବିମାନରେ ଥିଲେ ୧୪୦ ଯାତ୍ରୀ । ବିମାନରେ...

ADVERTISEMENT
ସପାର ୩ ବିଧାୟକ ବିଦା

ସପାର ୩ ବିଧାୟକ ବିଦା

ନୂଆଦିଲ୍ଲୀ : ସମାଜବାଦୀ ପାର୍ଟିର ୩ ବିଧାୟକ ଦଳରୁ ବହିଷ୍କୃତ । ୩ ବିଧାୟକଙ୍କୁ ବିଦା କଲା ସମାଜବାଦୀ ପାର୍ଟି । ଅଭୟ ସିଂହ, ରାଜେଶ ସିଂହ...

Login