The Ultimate Managed Hosting Platform
ADVERTISEMENT

ଆଜି ଅପରାହ୍ନ ୨ ଟା ଯାଏଁ ଜଗା ଦର୍ଶନ ବନ୍ଦ

Facebook
Twitter
LinkedIn

ପୁରୀ : ଆଜି ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ ତିଥି । ଏହି ଅବସରରେ ମହାପ୍ରଭୁଙ୍କ ସେନାପଟା ନୀତି ଲାଗି ହେବ । ଫଳରେ ସାଧାରଣ ଦର୍ଶନ ବନ୍ଦ ରହିବ । ଗତକାଲି ରାତ୍ର ପହୁଡ଼ ଠାରୁ ଆଜି ଅପରାହ୍ନ ୨ଟା ପର୍ୟ୍ୟନ୍ତ ଦର୍ଶନ ବନ୍ଦ ରହିବ ଜଗା ଦର୍ଶନ । ସେନାପଟା ନୀତି ଶେଷ ହେବା ପରେ ଅର୍ଥାତ୍ ଅପରାହ୍ନ ୨ ଟା ପରେ ଜଗା ଦର୍ଶନ କରିପାରିବେ ଭକ୍ତ । ଏହା ଏକ ଗୁପ୍ତନୀତି ହୋଇଥିବାରୁ ଶ୍ରୀମନ୍ଦିରର ପରମ୍ପରା ଅନୁଯାୟୀ କେବଳ ଦଇତାପତି ସେବାୟତମାନେ ଏହି ନୀତି କରିଥାନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login