The Ultimate Managed Hosting Platform
ADVERTISEMENT

ଆଜି ଦୀଘା ଜଗନ୍ନାଥ ମନ୍ଦିର ଉଦଘାଟନ କରିବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ

Facebook
Twitter
LinkedIn

କୋଲକତା : ଅକ୍ଷୟ ତୃତୀୟା ଅବସରରେ ଦୀଘା ଜଗନ୍ନାଥ ମନ୍ଦିର ଉଦଘାଟନ କରିବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ୨୦ଏକର ଜାଗାରେ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଅନୁକରଣରେ ଏହି ମନ୍ଦିର ନିର୍ମାଣ କରାଯାଇଛି । ୬୫ ଫୁଟ୍ ଉଚ୍ଚର ଏହି ଭବ୍ୟ ମନ୍ଦିର ନିର୍ମାଣ ପାଇଁ ୨୫୦କୋଟି ଟଙ୍କା ବ୍ୟୟ କରାଯାଇଛି ।
ପାରମ୍ପରିକ କଳିଙ୍ଗ ସ୍ଥାପତ୍ୟ ଶୈଳୀରେ ଓ ରାଜସ୍ଥାନ ଗୋଲାପୀ ବାଲିପଥରରେ ନିର୍ମିତ ହୋଇଛି ଏହି ଭବ୍ୟ ସ୍ଥାପତ୍ୟ । ରାଜସ୍ଥାନର ୮୦୦ରୁ ଅଧିକ କୁଶଳୀ କାରିଗର ଏହି ମନ୍ଦିର ନିର୍ମାଣ କରିଛନ୍ତି । ଦୀଘାର ମନ୍ଦିରରେ ପୁରୀ ଜଗନ୍ନାଥ ମନ୍ଦିର ପରି ଭୋଗ ମଣ୍ଡପ, ନାଟ ମଣ୍ଡପ,ଜଗମୋହନ ଏବଂ ପବିତ୍ର ଗର୍ଭଗୃହରେ ଅତି ନିଖୁଣ କାରୁକାର୍ୟ୍ୟ କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ତୋରଣ ପାଇଁ ରାସ୍ତା ନଷ୍ଟ ହେବ ନାହିଁ : ହାଇକୋର୍ଟ

ତୋରଣ ପାଇଁ ରାସ୍ତା ନଷ୍ଟ ହେବ ନାହିଁ : ହାଇକୋର୍ଟ

ଭୁବନେଶ୍ୱର : ପାର୍ବଣ କଟକଣା ଉପରେ ହାଇକୋର୍ଟଙ୍କ ନିଦେ୍ର୍ଦଶ । ତୋରଣ ନିର୍ମାଣ ପାଇଁ ପ୍ରଶାସନର ଅନୁମତି ଆବଶ୍ୟକ । ତୋରଣ ଗୁଡିକର ନିରାପତ୍ତା ନିଶ୍ଚିତ କରିବ...