ଭୁବନେଶ୍ୱର : ଆଜି ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା । ବିଶ୍ବକର୍ମା ପୂଜା ପାଇଁ ଚଳଚଞ୍ଚଳ ଶିଳ୍ପ ଅଞ୍ଚଳ । ବିଭିନ୍ନ ମଣ୍ଡପରେ ପୂଜା ପାଇବେ ପ୍ରଭୁ ବିଶ୍ବକର୍ମା । ସୁଉଚ୍ଚ ତୋରଣ ସାଙ୍ଗକୁ ଆଲୋକ ମାଳାରେ ଝଲସୁଛି ପୂଜା ମଣ୍ଡପ। ପ୍ରତ୍ୟେକ ଅନୁଷ୍ଠାନ ଘଟ ସ୍ଥାପନ କରିବା ପରେ ପୂଜା କାର୍ୟ୍ୟ ଆରମ୍ଭ କରିବେ । ଏଥର ବିଭିନ୍ନ ଥିମ୍ ରେ ମଣ୍ଡପ ସଜାଯାଇଛି। ରଙ୍ଗ ବେରଙ୍ଗର ଆଲୋକ ମାଳା ସାଂଗକୁ ଭଳିକି ଭଳି ସୁସଜ୍ଜିତ ସୁଉଚ୍ଚ ତୋରଣ ଓ ତୋରଣ ମଧ୍ୟରେ ବିରାଜମାନ କରିଛନ୍ତି ଦେବଶିଳ୍ପୀ । କେଉଁଠି ବିଭିନ୍ନ ରାଜ୍ୟର ମନ୍ଦିରର ଭ୍ରମ ସୃଷ୍ଟି କରୁଛି ତ କେଉଁଠି କାଚ ଓ ଚୁମୁକି ଓ ସୋଲ ସହିତ ସଢେଇରେ କାରିଗରମାନେ ମେଢ଼କୁ ଆକର୍ଷଣୀୟ କରିଥିବା ଦେଖିବାକୁ ମିଳିଛି। ବିଭିନ୍ନ ପୂଜାମଣ୍ଡପ ତରଫରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ୟ୍ୟାୟରେ ପହଞ୍ଚିଥିବା ବେଳେ ଦେବଶିଳ୍ପୀଙ୍କ ମୃଣ୍ମୟ ମୂର୍ତ୍ତିକୁ ଆକର୍ଷଣୀୟ କରିବା ପାଇଁ ଅନେକ ପୂଜା ମଣ୍ଡପରେ ନିର୍ମାଣ ଦେବତା ବିଶ୍ୱକର୍ମାଙ୍କ ସହିତ ବିଭିନ୍ନ ଦେବାଦେବୀର ଚିତ୍ରକୁ ଅତି ସୁନ୍ଦର ଭାବରେ ନିର୍ମାଣ କରିଛନ୍ତି ଶିଳ୍ପୀ । ଯାହା ଚଳିତବର୍ଷର ବିଶ୍ୱକର୍ମା ପୂଜାରେ ଦର୍ଶକଙ୍କୁ ଆକର୍ଷିତ କରିବା ସହିତ ୮ ଧରି ବିଭିନ୍ନ ପୂଜାମଣ୍ଡପରେ ଓଡିଶା ତଥା ଓଡିଶା ବାହାରର କଳାକାରମାନଙ୍କ ଦ୍ୱାରା ସଂସ୍କୃତିକ କାର୍ୟ୍ୟକ୍ରମ ପରିବେଷଣର ଆୟୋଜନ କରାଯାଇଥିବା ନେଇ ପୂଜକମିଟିର ସଦସ୍ୟ ପ୍ରକାଶ କରିଛନ୍ତି।
ଆଜି ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







