The Ultimate Managed Hosting Platform
ADVERTISEMENT

ଆଜି ପବିତ୍ର ନୃସିଂହ ଚତୁର୍ଦ୍ଦଶୀ

Facebook
Twitter
LinkedIn

ପୁରୀ : ଆଜି ପବିତ୍ର ନୃସିଂହ ଚତୁର୍ଦ୍ଦଶୀ । ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀନୃସିଂହ ଦେବଙ୍କ ଜନ୍ମ ବିଧି ଅନୁଷ୍ଠିତ ହେବ । ମହାପ୍ରଭୁଙ୍କ ଠାରୁ ଆଜ୍ଞାମାଳ ନେଇ ପୂଜାପଣ୍ଡା ସେବାୟତମାନେ ଚକ୍ରତୀର୍ଥ ରୋଡ ସ୍ଥିତ ଚକ୍ରନାରାୟଣଙ୍କୁ ପ୍ରଦାନ କରିବେ । ସନ୍ଧ୍ୟାଧୂପ ସରିବା ପରେ ପ୍ରଭୁ ନୃସିଂହ ଦେବ ରତ୍ନସିଂହାସନରେ ବିଜେ କରିବେ । ଏହାପରେ ଶ୍ରୀନୃସିଂହଙ୍କ ମନ୍ଦିରରେ ପତିମହାପାତ୍ରଙ୍କ ଦ୍ଵାରା ସ୍ବତନ୍ତ୍ର ପୂଜା ଅନୁଷ୍ଠିତ ହେବ । ଏପଟେ ଆଜି ରଥ ପାଇଁ ଅନୁକୂଳ ହେବ ଯନ୍ତା ଗାଢ଼ । ସେହିପରି ରୂପକାର ସେବକମାନେ କୋଣ ଗୁଜ ଅନୁକୂଳ କରିବେ। ସେଥିପାଇଁ ଦ୍ରୁତ ଗତିରେ ଆଗେଇ ଚାଲିଛି ରଥନିର୍ମାଣ କାର୍ୟ୍ୟ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମେ’ ୧୦ ରେ ଝାରସୁଗୁଡା ଉପନିର୍ବାଚନ

ନୂଆପଡା ଉପନିର୍ବାଚନ ବିଜ୍ଞପ୍ତି ; ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର

ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କର , ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨...

Login