The Ultimate Managed Hosting Platform
ADVERTISEMENT

ଆଜି ମହାପ୍ରଭୁଙ୍କ ଦେବାଭିଷେକ ନୀତି

Facebook
Twitter
LinkedIn

ପୁରୀ: ଆଜି ହେଉଛି ପବିତ୍ର ପୈାଷ ପୂର୍ଣ୍ଣିମା । ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଦେବାଭିଷେକ ନୀତି ଅନୁଷ୍ଠିତ ହେବ । ରାଜଧିରାଜ ବା ସୁନାବେଶରେ ବିଭୂଷିତ ହୋଇ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ । ଗତକାଲି ଚତୁର୍ଦଶୀ ତିଥିରେ ଅଧିବାସ ଗୃହରେ ଅଧିବାସ ହୋଇ ରହିଥିବା ଘିଅ ମିଶ୍ରିତ ୧୦୮ ଗରା ଜଳରେ ଚନ୍ଦନ ଲାଗି ପରେ ମହାପ୍ରଭୁଙ୍କୁ ଅଭିଷେକ କରାଯିବ । ପରେ ମହାପ୍ରଭୁଙ୍କଠାରୁ ଆଜ୍ଞା ମାଳ ପାଇ ଶ୍ରୀଦେବୀ ପାଲିଙ୍କିରେ ମାଆ ଲକ୍ଷ୍ମୀଙ୍କ ମନ୍ଦିର ଜଗମୋହନକୁ ବିଜେ କରିବେ । ଏହାପରେ ରତ୍ନସିଂହାସନରେ ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହେବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login