ପୁରୀ : ଆଜି ମହାପ୍ରଭୁଙ୍କ ବନକଲାଗି ନୀତି । ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବା ପରେ ଏହି ନୀତି ଚାଲିବ । ତେଣୁ ସନ୍ଧ୍ୟା ୬ଟାରୁ ରାତି ୯ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ । ସେପଟେ ଫେବୃଆରୀ ୨୩ ତାରିଖରୁ ନାଟମଣ୍ଡପ ଅବଶିଷ୍ଟ ମରାମତି କାର୍ୟ୍ୟ ଆରମ୍ଭ ହୋଇ ୧୯ ମାର୍ଚ୍ଚ ମଧ୍ୟରେ ନାଟମଣ୍ଡପ କାମ ଶେଷ କରିବାକୁ ବୈଠକରେ ନିଷ୍ପତି ହୋଇଛି । ନିଳାଦ୍ରୀ ଭକ୍ତ ନିବାସରେ ଛତିଶା ନିଯୋଗର ବୈଠକରେ ଏହି ନିଷ୍ପତି ନିଆଯାଇଛି ।
Views: 110











