The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଆଜି ମୋଦୀ – ନବୀନ ସାକ୍ଷାତ

Facebook
Twitter
LinkedIn

ନୂଆଦିଲ୍ଲୀ : ଆଜି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ । ରାଜ୍ୟ ସମ୍ପର୍କିତ ପ୍ରସଙ୍ଗ ଉପରେ ହୋଇପାରେ ଆଲୋଚନା । ଅପରାହ୍ନ ୪ଟା ୩୦ରେ ମୋଦୀ-ନବୀନ ବୈଠକ କାର୍ଯ୍ୟକ୍ରମ । ବିଭିନ୍ନ ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିବା ସମ୍ଭାବନା ରହିଛି। ବିଭିନ୍ନ ଯୋଜନାରେ କେନ୍ଦ୍ର ପାଖରେ ପଡ଼ିଥିବା ବକେୟା ଅର୍ଥ ଓଡ଼ିଶାକୁ ତୁରନ୍ତ ଦେବାକୁ ଦାବି ରଖିବେ। ଲଗାତାର କେନ୍ଦ୍ର ସରକାର ଓଡିଶା ପ୍ରତି ବିଭିନ୍ନ କ୍ଷେତ୍ରରେ ଅବହେଳା କରିବା ଯୋଗୁ ରାଜ୍ୟ ବିକାଶରେ ବାଧା ଉପୁଜିଛି । ଏସବୁ ପ୍ରସଙ୍ଗକୁ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଦରବାରରେ ଉଠାଇ ରାଜ୍ୟ ପାଇଁ ହକ୍ ମାଗିବେ । ୧୩ ତାରିଖରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀରୁ ଓଡ଼ିଶା ଫେରିବେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଗଛରେ ପିଟି ହେଲା କାର , ବ୍ୟାଙ୍କ ମ୍ୟାନେଜରଙ୍କ ଚାଲିଗଲା ଜୀବନ

ବଲାଙ୍ଗୀର : ବଲାଙ୍ଗୀରଜିଲ୍ଲା ବନ୍ଧପଡ଼ା ରାସ୍ତାରେ ଚଳନ୍ତା କାର୍କୁ ଧକ୍କା ଦେଳା ଦ୍ରୁତଗାମୀ ଟ୍ରକ୍। କାର ଦୁର୍ଘଟଣାରେ ବ୍ୟାଟଙ୍କ ମ୍ୟାନେଜରଙ୍କ ମୃତ୍ୟୁ ଘଟିଛି। ଟ୍ରକ୍ ଦୁର୍ଘଟଣାର ସାମ୍ନା...

ADVERTISEMENT
ପାକିସ୍ତାନକୁ ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା !

ପାକିସ୍ତାନକୁ ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା !

ନୂଆଦିଲ୍ଲୀ : ପାକିସ୍ତାନକୁ ୨ବିଲିୟନ ଡଲାରର ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭାରତ ଉପରେ ଶୁଳ୍କ ଲାଗୁ ନେଇ ଆରମ୍ଭ ହୋଇଥିବା ଉତ୍ତେଜନା...

Login