The Ultimate Managed Hosting Platform
ADVERTISEMENT

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ୫ ଘଣ୍ଟା ଦର୍ଶନ ବନ୍ଦ

Facebook
Twitter
LinkedIn

ପୁରୀ : ଆଜି ବୁଧବାର ବୈଶାଖ କୃଷ୍ଣ ଦଶମୀ ତିଥି । ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ୫ ଘଣ୍ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ନୀତି ଶେଷ ହେବାପରେ ଏହି ଗୁପ୍ତନୀତି ଅନୁଷ୍ଠିତ ହେବ । ଏଣୁ ଆପାତତଃ ଅପରାହ୍ନ ୫ ଘଟିକା ଠାରୁ ରାତ୍ର ୧୦ ଘଟିକା ପର୍ୟ୍ୟନ୍ତ ପ୍ରାୟ ୫ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଅଛି ।ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ । ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ମେ’ ୧୦ ରେ ଝାରସୁଗୁଡା ଉପନିର୍ବାଚନ

ନୂଆପଡା ଉପନିର୍ବାଚନ ବିଜ୍ଞପ୍ତି ; ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର

ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କର , ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨...

ADVERTISEMENT
ମମତାଙ୍କୁ ପ୍ରଭାତୀଙ୍କ ଟାର୍ଗେଟ

ମମତାଙ୍କୁ ପ୍ରଭାତୀଙ୍କ ଟାର୍ଗେଟ

ଭୁବନେଶ୍ୱର : ମମତା ବାନାର୍ଜୀଙ୍କୁ କଡା କାଉଣ୍ଟପ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଝିଅମାନେ ରାତିରେ ବାହାରକୁ ଯିବା ଉଚିତ ନୁହେଁ ମମତାଙ୍କ ମନ୍ତବ୍ୟକୁ ସମାଲୋଚନା...

Login