The Ultimate Managed Hosting Platform
ADVERTISEMENT

ଆଜି ସର୍ବଦଳୀୟ ବୈଠକ

Facebook
Twitter
LinkedIn

ଭୁବନେଶ୍ୱର : ଆସନ୍ତା ୧୮ରୁ ୨୫ତାରିଖ ପର୍ୟ୍ୟନ୍ତ ବିଧାନସଭାର ମୌସୁମୀ ଅଧିବେଶନ ବସିବ । ଏଥିରେ ମୋଟ୍ ୭ଟି କାର୍ୟ୍ୟଦିବସ ରହିଛି । ରାଜ୍ୟରେ ଏବେ ସରକାରଙ୍କ ବିରୋଧରେ ମାଳ ମାଳ ପ୍ରସଙ୍ଗ ଥିବାରୁ ଏହି ଅଧିବେଶନ ସରଗରମ ହେବାର ସମ୍ଭାବନା ରହିଛି । ଉଭୟ ବିରୋଧୀ ଓ ଶାସକଙ୍କ ପାଇଁ ଏହି ଅଧିବେଶନ ବେଶ୍ ଗୁରୁତ୍ବ ବହନ କରୁଛି । ବିଧାନସଭା ଯେପରି ସୁରୁଖୁରରେ ଚାଲିବ ସେଥିପାଇଁ ବାଚସ୍ପତି ସୁରମା ପାଢ଼ୀ ଆଜି ସର୍ବଦଳୀୟ ବୈଠକ ଡାକିଛନ୍ତି ।ଅଧିବେଶନଟି ସଂକ୍ଷିପ୍ତ ହେଲେ ବି ସରକାରଙ୍କୁ ବିଭିନ୍ନ ପ୍ରସଙ୍ଗରେ ଶାଣିତ ଆକ୍ରମଣ କରିବାକୁ ବିରୋଧୀ ବିଜେଡି ଓ କଂଗ୍ରେସ ଜୋରଦାର୍ ରଣନୀତି ପ୍ରସ୍ତୁତ କରୁଛନ୍ତି। ଆସନ୍ତା ଅଧିବେଶନରେ ଦୁଇ ବିରୋଧୀ ଦଳ ମୁଖ୍ୟତଃ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି, ସାର ସମସ୍ୟା, ଧାନ କିଣା ରେ ବିଭ୍ରାଟ, ଶିକ୍ଷାନୁଷ୍ଠାନ କ୍ୟାମ୍ପସ ଅଶାନ୍ତ, ରଥଯାତ୍ରା ବିଭ୍ରାଟ ଭଳି ପ୍ରସଙ୍ଗ ଉଠାଇବେ ବୋଲି ଜଣାପଡ଼ିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login