The Ultimate Managed Hosting Platform
ADVERTISEMENT

ଆଜି ସୃଷ୍ଟି ହେବ ଲଘୁଚାପ, ଆଜି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

Facebook
Twitter
LinkedIn

ଭୁବନେଶ୍ୱର : ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ । ଘୂର୍ଣ୍ଣିବଳୟ ଉତ୍ତର ବଙ୍ଗୋପସାଗରରେ ପ୍ରବେଶ କରିବା ସମ୍ଭାବନା । ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ପୂର୍ବାନୁମାନ । ମୟୂରଭଞ୍ଜ, କେନ୍ଦୁଝର , ମାବକାନଗିରି ଓ କୋରାପୁଟରେ ପ୍ରବଳ ବର୍ଷା ହୋଇପାରେ । ସାରା ଓଡିଶାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ।
ଅତିପ୍ରବଳ ବର୍ଷା ନେଇ ଆଜି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ ଏବଂ ମାଲକାନଗିରିକୁ ଅରେଞ୍ଜ ଆଲର୍ଟ ହୋଇଛି । ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ସେହିପରି ବିଜୁଳି, ଘଡଘଡି ସହ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତାକାଲି ଭୀଷଣ ବର୍ଷା ପାଇଁ ଦୁଇ ଜିଲ୍ଲା ମୟୂରଭଞ୍ଜ ଏବଂ କେନ୍ଦୁଝରକୁ ରେଡ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login