The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଆନେ୍ଦାଳନରତ ଶିକ୍ଷକଙ୍କୁ ନାଲି ଆଖି

Facebook
Twitter
LinkedIn

ଭୁବନେଶ୍ୱର : ଆନେ୍ଦାଳନରତ ଶିକ୍ଷକଙ୍କୁ ରାଜ୍ୟ ସରକାରଙ୍କ ନାଲିଆଖି । ଆନେ୍ଦାଳନ ବନ୍ଦ କରି କାର୍ଯ୍ୟରେ ଯାଗଦେବାକୁ ନିଦେ୍ର୍ଦଶ । ସବୁ ଡିଇଓ, ବିଇଓଙ୍କୁ ପ୍ରାଥମିକ ଶିକ୍ଷା ନିଦେ୍ର୍ଦଶକଙ୍କ ଚିଠି । ବର୍ଷକୁ ୨୨୦ ଦିନ ସ୍କୁଲ ଆସିବା ଶିକ୍ଷକଙ୍କ ପାଇଁ ବାଧ୍ୟତାମୂଳକ । ଏହା ପୂରଣ ନ ହେଲେ ପରବର୍ତ୍ତୀ ସମୟରେ ଶିକ୍ଷକମାନେ ଭରଣା କରିବେ । ଶିକ୍ଷକଙ୍କ ଦାବି ସମ୍ପର୍କରେ ଆଲୋଚନା ଚାଲିଥିବା ଚିଠିରେ ଉଲ୍ଲେଖ ।
ପ୍ରାଥମିକ ସ୍କୁଲର ଶିକ୍ଷକ ଓ ଶିକ୍ଷୟିତ୍ରୀ ଦାବି ପୂରଣ ନିମନ୍ତେ ସମୂହ ଛୁଟିରେ ଯାଇ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ୟ୍ୟାଳୟ ଆଗରେ ଧାରଣାରେ ବସିଥିଲେ। ଧାରଣରତ ଶିକ୍ଷକଙ୍କୁ ଏବେ ଏପରି କହିଛନ୍ତି ରାଜ୍ୟ ସରକାର। ପ୍ରାଥମିକ ନିର୍ଦ୍ଦେଶକଙ୍କ ଅଧ୍ୟକ୍ଷତାରେ ଗଠିତ ଏକ ସବ୍ କମିଟି ଶିକ୍ଷକମାନଙ୍କୁ ଆନ୍ଦେଳନକୁ ନେଇ ଆଲୋଚନା ଜାରି ରଖିଛି। ଏ ସଂପର୍କରେ ଶିକ୍ଷକ ଓ ଶିକ୍ଷୟିତ୍ରୀମାନଙ୍କୁ ଅବଗତ କରିବାକୁ ଡିଇଓ ଏବଂ ବିଇଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଯେକୌଣସି ପରିସ୍ଥିତିରେ ଶିକ୍ଷକଶିକ୍ଷୟିତ୍ରୀଙ୍କୁ ଆନ୍ଦୋଳନରୁ ହଟାଇବାକୁ ସବୁ ଜିଲ୍ଲା ଶିକ୍ଷା ଅଧିକାରୀ ଏବଂ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login