The Ultimate Managed Hosting Platform
ADVERTISEMENT

ଆନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟ ସ୍ଥିର ରହଛି ।

Facebook
Twitter
LinkedIn

ବିବାହ ଋତୁ ଆରମ୍ଭ ହୋଇସାରିଛି । ଜୋରସୋରରେ ଗହଣା କିଣା ଚାଲିଛି ।  ଆଜି ସୁନା ଦର ସ୍ଥିର ରହିଛି । ଗତକାଲି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୫୪ ହଜାର ୦୦୦ ଟଙ୍କା ରହିଥିବା ବେଳେ ଆଜି ମଧ୍ୟ ତାହା ସ୍ଥିର ରହି ୫୪ ହଜାର ୦୦୦ ଟଙ୍କା ରହିଛି ।

ସେହିପରି ୨୨ କ୍ୟାରେଟ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୫୧,୮୦୦ ଟଙ୍କା ରହିଛି । ସେହିଭଳି ୨୦ କ୍ୟାରେଟ୍‌ ସୁନାର ଦର ୪୭ ହଜାର ୧୦୦ ଟଙ୍କା ରହିଥିବା ବେଳେ ୧୮ କ୍ୟାରେଟ୍ ସୁନା ଦର ୪୨,୬୦୦ ରାହିଛି । ଅନ୍ୟପଟେ ୧୪ କ୍ୟାରେଟ ସୁନା ମୂଲ୍ୟ ୩୩,୪୦୦ ଟଙ୍କା ରହିଛି 

କଟକ ରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ସୁନା ଗ୍ରାମ ପିଛା ୫,୫୮୫ (ଜିଏସ୍‌ଟି ୯୯୫) ଟଙ୍କା ହୋଇଥିବାବେଳେ ୫,୩୦୦ (କ୍ୟାସ ୯୯୫) ଟଙ୍କା ରହିଛି ।

ଗତକାଲି ତୁଳନାରେ ଆଜି ରୁପା ଦରରେ ମଧ୍ୟ ପରିବର୍ତ୍ତନ ହୋଇଛି । ରୁପା ଦରରେ ବୃଦ୍ଧି ପାଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୭୦,୪୦୦ ଟଙ୍କାରେ କାରବାର ହେଉଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ସମ୍ବଲପୁର- ଭୁବନେଶ୍ୱର ଦିନିକିଆ ବସ ଚଳାଚଳ ବନ୍ଦ କଲା ଘରୋଇ ବସ ମାଲିକ ସଂଘ

୭ ଦଫା ଦାବି ନେଇ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ ଆନେ୍ଦାଳନ, ଯାତ୍ରୀ ହନ୍ତସନ୍ତ

ଭୁବନେଶ୍ୱର : ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ ଆନେ୍ଦାଳନ । ୭ ଦଫା ଦାବି ନେଇ ଡ୍ରାଇଭର ମହାସଂଘର ଆନେ୍ଦାଳନ । ମୁଖ୍ୟତଃ ପୋଲିସକୁ ଗାଡି ଚେକିଂ...

Login