The Ultimate Managed Hosting Platform
ADVERTISEMENT

ଆମ୍ବୁଲାନ୍ସରେ ଯିବେ କଏଦୀ

Facebook
Twitter
LinkedIn

ଭୁବନେଶ୍ୱର : କଏଦୀଙ୍କୁ ଆମ୍ବୁଲାନ୍ସରେ ନିଆଯିବ । ରାଜ୍ୟରେ କାର୍ଯ୍ୟକରୁଥିବା ୧୦୮ ଆମ୍ବୁଲାନ୍ସ ବାଦ ସିଡିଏମଓଙ୍କ ଅଧୀନରେ ତିବା ଆମ୍ବୁଲାନ୍ସକୁ ଆବଶ୍ୟକତା ସମୟରେ ଜେଲ କର୍ତ୍ତୁପକ୍ଷ ନେଇ ପାରିବେ । ଚଳିତ ମାସ ୩ ତାରିଖରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ହୋଇଥିବା ତୃତୀୟ କଏଦୀ ବିକାଶ ବୋର୍ଡର ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଆଜି ରାଜ୍ୟ ସ୍ୱାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ ସବୁ ଜିଲ୍ଲା ସିଡିଏମଓ , କ୍ୟାପିଟାଲ ହସ୍ପିଟାଲ ଓ ଆରଜିଏଚ , ରାଉରକେଲାର ନିର୍ଦ୍ଦେଶକଙ୍କୁ ଚିଠି ଲେଖି ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ଲାଗି କହିଛନ୍ତି । ତେବେ କେଉଁ ନିର୍ଦ୍ଦିଷ୍ଟ କାରଣ ପାଇଁ କଏଦୀ ମାନଙ୍କୁ ଆମ୍ବୁଲାନ୍ସରେ ନିଆଯିବ ସେ ସମ୍ପର୍କରେ ବିଭାଗ ପକ୍ଷରୁ କିଛି ସ୍ପଷ୍ଟ କରାଯାଇ ନାହିଁ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

Operation Sindoor : ଭାରତ-ପାକ ଯୁଦ୍ଧ: ପାକିସ୍ତାନକୁ ଆମେରିକା ରାଷ୍ଟ୍ରପତିଙ୍କ କଡା ଚେତାବନୀ

ଭାରତକୁ ଟ୍ରମ୍ପଙ୍କ ଧମକ , ୨୪ ଘଣ୍ଟାରେ ଶୁଳ୍କ ବୃଦ୍ଧି କରିବେ ଟ୍ରମ୍ପ

ନୂଆଦିଲ୍ଲୀ : ଭାରତକୁ ଟ୍ରମ୍ପଙ୍କ ନୂଆ ଧମକ । ୨୪ ଘଣ୍ଟାରେ ଭାରତ ଉପରେ ବଡ଼ ଶୁଳ୍କ ବୃଦ୍ଧି କରିବାକୁ ଧମକ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ।...

ADVERTISEMENT
ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲି : ମୋହାଲି ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ। ଚାଲିଗଲା ୨ଜଣକ ଜୀବନ। ବୁଧବାର ଦିନ ପଞ୍ଜାବର ମୋହାଲିରେ ଏକ ଅକ୍ସିଜେନ ପ୍ଲାଣ୍ଟରେ ବଡ଼ ବିସ୍ଫୋରଣ ଘଟିବାରୁ ଏପର୍ୟ୍ୟନ୍ତ...

Login