The Ultimate Managed Hosting Platform
ADVERTISEMENT

ଆରବସାଗରରେ ଲଘୁଚାପ,୩୬ ଘଣ୍ଟାରେ ହେବ ଅବପାତ

Facebook
Twitter
LinkedIn

ଭୁବନେଶ୍ୱର : ପୂର୍ବ କେନ୍ଦ୍ରୀୟ ଆରବ ସାଗରରେ ଲଘୁଚାପ ସୃଷ୍ଟି । ୩୬ ଘଣ୍ଟାରେ ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହେବ । ଉତ୍ତର ଦିଗକୁ ଗତି କରି ଅବପାତରେ ପରିଣତ ସମ୍ଭାବନା । ସେପଟେ ଆସନ୍ତା ୨୭ ତାରିଖ ଯାଏ ରାଜ୍ୟରେ କାଳବୈଶାଖୀ ବର୍ଷା ଜାରି ରହିବ। ବିଭିନ୍ନ ଜିଲ୍ଲା ପାଇଁ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର। ଦକ୍ଷିଣ ଉପକୂଳ ଓଡିଶାର ୧୬ ଜିଲ୍ଲାକୁ ୟେଲୋ ଓ୍ବାଣ୍ଣିଂ ଜାରି ହୋଇଛି । ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ମୟୂରଭଞ୍ଜ, କେନ୍ଦୁଝର,ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର,ବରଗଡ଼, ନୂଆପଡ଼ା ବଲାଙ୍ଗୀର ଜିଲ୍ଲାକୁ ସତର୍କତା।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login