The Ultimate Managed Hosting Platform
ADVERTISEMENT

ଆଶା ଓ ଅଙ୍ଗନବାଡି କର୍ମୀଙ୍କ ବଢିବ ଦରମା

Facebook
Twitter
LinkedIn

ନବରଙ୍ଗପୁର : ଆଶା ଓ ଅଙ୍ଗନବାଡ଼ି କର୍ମୀଙ୍କ ଦରମା ବଢ଼ିବ । ନବରଙ୍ଗପୁରରେ ଫାଇଭ-ଟି ଅଧ୍ୟକ୍ଷଙ୍କ ବଡ଼ ଘୋଷଣା । ଏପରିକି କମ୍ୟୁନିଟି ସେଣ୍ଟର କର୍ମଚାରୀ ଓ ପାଚିକାଙ୍କ ଦରମା ମଧ୍ୟ ବଢ଼ିବ । ଏମବିକେ ଓ ସିଆରପିଙ୍କ ଦରମା ବୃଦ୍ଧି ପାଇଁ ସରକାର ବିଚାର ବିମର୍ଶ କରୁଥିବା କହିଲେ ଭି.କେ ପାଣ୍ଡିଆନ୍ । ଖାଲି ଏତିକି ନୁହେଁ ମଧୁବାବୁ ପେନସନ ମଧ୍ୟ ବୃଦ୍ଧି କରିବେ ରାଜ୍ୟ ସରକାର । ଏନେଇ ଖୁବଶୀଘ୍ର ଘୋଷଣା କରିବେ ମୁଖ୍ୟମନ୍ତ୍ରୀ ବୋଲି ନବରଙ୍ଗପୁରରେ କହିଲେ ଫାଇଭ-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ୍ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଦୁର୍ଗାପୁର ଗଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା

ଦୁର୍ଗାପୁର ଗଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ଦୁର୍ଗାପୁର ଗଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି । ମହିଳା କମିଶନ...

Login