The Ultimate Managed Hosting Platform
ADVERTISEMENT

ଆସନ୍ତାକାଲିଠୁ ବିଧାନସଭା ମୈାସୁମୀ ଅଧିବେଶନ

Facebook
Twitter
LinkedIn

ଭୁବନେଶ୍ୱର : ଆସନ୍ତାକାଲିଠୁ ବିଧାନସଭା ମୌସୁମୀ ଅଧିବେଶନ । ସରଗରମ ହେବ ଅଧିବେଶନ । ବିଧାନସଭା ଲାଗି ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା । ପୋଲିସ କମିଶନରଙ୍କ ସହ ଡିଜି ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି । ଗୁଇନ୍ଦା ନିର୍ଦେଶକଙ୍କ ସହ ଆଇନଶୃଙ୍ଖଳା ଡିଜି ଉପସ୍ଥିତ ଥିଲେ । ଆତଙ୍କି ଆକ୍ରମଣ ମୁକାବିଲା ପ୍ରତିହତ ପାଇଁ ବି ପ୍ରସ୍ତୁତି ହୋଇଛି । ଆନ୍ଦୋଳନକରୀଙ୍କୁ ରୋକିବା ପାଇଁ ନିଆଯାଇଛି ସୁରକ୍ଷା ବ୍ୟବସ୍ଥା । ତ୍ରିସ୍ତରିୟ ସୁରକ୍ଷା ବ୍ୟବସ୍ଥା ସହ ସିସିଟିଭି ନଜରରେ ରହିବ ବିଧାନସଭା । ସୁରୁଖୁରୁରେ ଗୃହ ଚଳାଇବା ପାଇଁ ଗତକାଲି ସର୍ବଦଳୀୟ ବୈଠକରେ ସବୁ ଦଳର ସହଯୋଗ ଲୋଡ଼ିଛନ୍ତି ବାଚସ୍ପତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login