The Ultimate Managed Hosting Platform
ADVERTISEMENT

ଆସନ୍ତାକାଲି ଓଜେଇଇ ରେଜଲ୍ଟ

Facebook
Twitter
LinkedIn

ଭୁବନେଶ୍ୱର : ଆସନ୍ତାକାଲି ପ୍ରକାଶ ପାଇବ ଓଜେଇଇ ରେଜଲ୍ଟ । ଆସନ୍ତାକାଲି ଦିନ ୧୧ଟାରେ ପ୍ରକାଶ ପାଇବ ଫଳାଫଳ । ଓଜେଇଇ ୱେବସାଇଟରେ ପ୍ରକାଶ ପାଇବ ଫଳାପଳ । ମେ ୮ରୁ ୧୫ ଯାଏଁ ହୋଇଥିଲା ପରୀକ୍ଷା ।
ସୂଚନାଯୋଗ୍ୟ, ରାଜ୍ୟରେ ଥିବା ସରକାରୀ ଓ ଘରୋଇ ବୈଷୟିକ ଶିକ୍ଷାନୁଷ୍ଠାନର ଏମ୍ବିଏ, ଏମ୍ସିଏ, ଏମ୍ଏସ୍ସି, ଏମ୍ଟେକ୍, ଏମ୍ ପ୍ଲାନ, ଲାଟେରାଲ୍ ଏଣ୍ଟ୍ରି ବିଏମ୍ବିଏ, ଲାଟେରାଲ ଏଣ୍ଟ୍ରି ବିଏସ୍ସି ଭଳି ୧୧ଟି ପାଠ୍ୟକ୍ରମରେ ନାମଲେଖା ଲାଗି ଗତ ମେ’ ମାସ ୮ରୁ ୧୫ତାରିଖ ପର୍ୟ୍ୟନ୍ତ ଓଜେଇଇର ପ୍ରବେଶିକା ପରୀକ୍ଷା ରାଜ୍ୟର ପ୍ରତି ଜିଲ୍ଲାରେ ପରୀକ୍ଷା କେନ୍ଦ୍ର କରାଯିବା ସହ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ ବିହାରରେ ୩ଟି ପରୀକ୍ଷା କେନ୍ଦ୍ର ହୋଇଥିଲା। ମୋଟ ୩୩ଟି ସହରରେ ୪୭ ପରୀକ୍ଷା କେନ୍ଦ୍ର ହୋଇଥିଲା।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login