ଭୁବନେଶ୍ୱର : କାଳବୈଶାଖୀ ନେଇ ପାଣିପାଗ ବିଭାଗର ସତର୍କ ସୂଚନା । ଆସନ୍ତାକାଲି ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି । ମାଲକାନଗିରି , କୋରାପୁଟ, ରାୟଗଡା ଓ ଗଜପତି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି । ଝଡ ପବନ ସହ ଘଡଘଡି ବର୍ଷା ସମ୍ଭାବନା । ୩୦ ରୁ ୪୦ କିମି ବେଗରେ ପବନ ବହିପାରେ ।
Views: 66