The Ultimate Managed Hosting Platform
ADVERTISEMENT

ଆସନ୍ତାକାଲି ବନକଲାଗି ନୀତି , ୫ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

Facebook
Twitter
LinkedIn

ପୁରୀ : ଆସନ୍ତାକାଲି ବନକଲାଗି ନୀତି । ୫ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ । ଆସନ୍ତାକାଲି ବୈଶାଖ କୃଷ୍ଣ ଦଶମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତ ମହାପାତ୍ର ସେବକମାନେ ଶ୍ରୀବିଗ୍ରହ ଶୃଙ୍ଗାର କରିବେ। ଦ୍ବିତୀୟ ଭୋଗମଣ୍ଡପ ପରେ ଏହି ନୀତି ଆରମ୍ଭ ହେବ। ଏଥିପାଇଁ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି। ବୁଧବାର ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଅପରାହ୍ଣ ପ୍ରାୟ ୫ଟାରୁ ବନକଲାଗି ନୀତି ଆରମ୍ଭ ହେବା ସହ ସର୍ବସାଧାରଣ ବନ୍ଦ ରହିବ। ଅପରାହ୍ଣ ୫ଟାରୁ ରାତି ୧୦ଟା ପର୍ୟ୍ୟନ୍ତ ବନକଲାଗି ନୀତି ଅନୁଷ୍ଠିତ ହେବ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ନୂଆଦିଲ୍ଲୀ : ବାଗେଶ୍ୱର ଧାମରେ ଭୁଶୁଡିଲା କୋଠା । ମଧ୍ୟପ୍ରଦେଶ ଛତରପୁର ଜିଲ୍ଲା ବାଗେଶ୍ୱର ଧାମନିକଟରେ ଥିବା ଏକ ଢାବାରେ କାନ୍ଥ ଭୁଶୁଡିପଡିଛି । ଏହି ଘଟଣାରେ...

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ନୂଆଦିଲ୍ଲୀ : ଆମେରିକାରେ ପୁଣି ଥରେ ଗୁଳିକାଣ୍ଡର ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ସୋମବାର ସକାଳେ ଦକ୍ଷିଣ ଫିଲାଡେଲଫିଆର ଏକ ଅଞ୍ଚଳରେ ଗୁଳିକାଣ୍ଡ...

ADVERTISEMENT

Login