The Ultimate Managed Hosting Platform
ADVERTISEMENT

ଆସନ୍ତାକାଲି ବସିବ ରାଜ୍ୟ କ୍ୟାବିନେଟ ବୈଠକ

Facebook
Twitter
LinkedIn

ଭୁବନେଶ୍ୱର : ଆସନ୍ତାକାଲି ବସିବ ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିବ ବୈଠକ । ରାଜ୍ୟ କ୍ୟାବିନେଟରେ କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିପାରେ । ବିଧାନସଭାର ଶୀତକାଳୀନ ଅଧିବେଶନରେ ଉପସ୍ଥାପିତ ହେବାକୁ ଥିବା ଅତିରିକ୍ତ ବଜେଟକୁ ମିଳିବ ଅନୁମୋଦନ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login