The Ultimate Managed Hosting Platform
ADVERTISEMENT

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗୀର ଗସ୍ତ

Facebook
Twitter
LinkedIn

ଭୁବନେଶ୍ୱର : ଆସନ୍ତାକାଲି ବଲାଙ୍ଗୀର ଗସ୍ତ କରିବେ ମୁଖ୍ୟମନ୍ତ୍ରୀ । ନୂଆବର୍ଷ ଅବସରରେ ସେ ବଲାଙ୍ଗିରବାସୀଙ୍କୁ ନୂଆ ଉପହାର ଭେଟିଦେବେ। ବଲାଙ୍ଗିରର ଜୀବନରେଖା ଲୋୟର୍ ସୁକତେଲ ଜଳସେଚନ ପ୍ରକଳ୍ପକୁ ଲୋକାର୍ପଣ କରିବେ। ଏହାସହ ଶିକ୍ଷା, ସ୍ୱାସ୍ଥ୍ୟ, ପାନୀୟ ଜଳ, ପରିବହନ, ଗମନାଗମନ ଭଳି ବିଭିନ୍ନ ଅନେକ ଉନ୍ନୟନ ମୂଳକ ପ୍ରକଳ୍ପକୁ ଉଦ୍ଘାଟନ କରିବା ସହ ଆହୁରି ଅନେକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବାର କାର୍ୟ୍ୟକ୍ରମ ରହିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login