The Ultimate Managed Hosting Platform
ADVERTISEMENT

ଆସନ୍ତାକାଲି ଶ୍ରୀବିଗ୍ରହ ମାନଙ୍କ ବନକଲାଗି ନୀତି , ୫ ଘଣ୍ଟା ବନ୍ଦ ରହିବ ଦର୍ଶନ

Facebook
Twitter
LinkedIn

ପୁରୀ : ଆସନ୍ତାକାଲି ଶ୍ରୀବିଗ୍ରହ ମାନଙ୍କ ବନକଲାଗି ନୀତି । ସନ୍ଧ୍ୟା ୪ଟାରୁ ରାତି ୧୦ଟା ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକ ମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂର୍ତ୍ତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ ।କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନର ସୌଭାଗ୍ୟ ପାଇବେ ଭକ୍ତ ଶ୍ରଦ୍ଧାଳୁ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login