The Ultimate Managed Hosting Platform
ADVERTISEMENT

ଆସନ୍ତା ୨୩ରେ ବିଧାନସଭା ଘେରିବ ବିଜେଡି

Facebook
Twitter
LinkedIn

ଭୁବନେଶ୍ୱର : ଆସନ୍ତା ୨୩ ତାରିଖରେ ବିଧାନସଭା ଘେରାଉ କରିବ ବିଜେଡି । ପଞ୍ଚାୟତିରାଜ ବ୍ୟବସ୍ଥାରେ ଜନ ପ୍ରତିନିଧିଙ୍କ କ୍ଷମତାକୁ ସଙ୍କୁଚିତ ଅଭିଯୋଗ । ପ୍ରେସମିଟରେ ସୂଚନା ଦେଲେ ଦେବୀ ମିଶ୍ର, ପ୍ରମିଳା ମଲ୍ଲିକ ଓ ଅରୁଣ ସାହୁ । ଜିଲ୍ଲା ପରିଷଦ ଅଧ୍ୟକ୍ଷ, ବ୍ଲକ ଅଧ୍ୟକ୍ଷ , ସରପଞ୍ଚ, ୱାର୍ଡମେମ୍ବର ସାମିଲ ହେବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login