The Ultimate Managed Hosting Platform
ADVERTISEMENT

ଆସନ୍ତା ୨୭ ଯାଏଁ ପ୍ରବଳ ବର୍ଷା

Facebook
Twitter
LinkedIn

ଭୁବନେଶ୍ୱର : ଆସନ୍ତା ୨୭ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା । ଅଧିକାଂଶ ସ୍ଥାନରେ ବଜ୍ରପାତ ସହ ଝଡବର୍ଷା ସମ୍ଭାବନା । କେନ୍ଦୁଝର, ମୟୂରଭଞ୍ଜ , ବାଲେଶ୍ୱର ଓ ଭଦ୍ରକକୁ ଆଲର୍ଟ । ଅନୁଗୁଳ , ଢେଙ୍କାନାଳ ଓ ଯାଜପୁରକୁ ଅରେଞ୍ଜ ୱାର୍ଣ୍ଣିଂ । ଆସନ୍ତା ୨୫ ତାରିଖରେ ବଙ୍ଗୋପସାଗର ଉପରେ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି । ଆଜି ୨୪ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବରରର ଗୋଟିଏ ବା ଦୁଇଟି ସ୍ଥାନରେ ଭାରୀ ବର୍ଷା ବର୍ଷା ସମ୍ଭାବନା ରହିଛି। ଆସନ୍ତାକାଲି ପାଇଁ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ବର୍ଷା ସ୍ଥିତିକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ଆସନ୍ତା ୫ଦିନ ପାଇଁ ବିଭିନ୍ନ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବିଧାନସଭାରେ ଅପପୁଷ୍ଟି ପ୍ରସଙ୍ଗ

୪୬ IAS , ୬୭ IPS ପଦବୀ ଖାଲି

ଭୁବନେଶ୍ୱର : ରାଜ୍ୟରେ ଆଇପିଏସ, ଆଇଏଏସ, ଆଇଏଫଏସ ପଦବୀ ଖାଲି ନେଇ ମୁଖ୍ୟମନ୍ତ୍ରୀଙ୍କ ସୂଚନା । ବିଧାନସଭାରେ ଲିଖିତ ଉତ୍ତର ରଖିଲେ ମୋହନ ମାଝୀ । ୪୬...

ADVERTISEMENT
ବାଂଲାଦେଶୀ ଚିହ୍ନଟ ପାଇଁ ସ୍ୱତନ୍ତ୍ର କମିଟି

ବାଂଲାଦେଶୀ ଚିହ୍ନଟ ପାଇଁ ସ୍ୱତନ୍ତ୍ର କମିଟି

ଭୁବନେଶ୍ୱର : ବାଂଲାଦେଶୀଙ୍କୁ ଚିହ୍ନଟ , ଅଟକ ଓ ତଡିପାର ପାଇଁ ସ୍ୱତନ୍ତ୍ର କାର୍ଯ୍ୟନିର୍ବାହୀ କମିଟି । ବିଧାନସଭାରେ ଲିଖିତ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ...

Login