The Ultimate Managed Hosting Platform
ADVERTISEMENT

ଆସନ୍ତା ୨୮ରେ ଭୁବନେଶ୍ୱର ଆସିବେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ

Facebook
Twitter
LinkedIn

ଭୁବନେଶ୍ବର: ଆସନ୍ତା ୨୮ ତାରିଖ ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିବେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ । ୨୯ ତାରିଖ ସନ୍ଧ୍ୟାରେ ତାଙ୍କର ଭୁବନେଶ୍ବରରୁ ନୂଆଦିଲ୍ଲୀ ଫେରିବାର କାର୍ୟ୍ୟକ୍ରମ ରହିଛି। ଏହି ସମୟରେ ସେ କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ଏକ କାର୍ୟ୍ୟକ୍ରମରେ ଯୋଗ ଦେଇପାରନ୍ତି। ଏନେଇ ସୂଚନା ଦେଇଛନ୍ତି ଓଡ଼ିଶା ବିଜେପି ପ୍ରଭାରୀ ବିଜୟପାଲ ସିଂହ ତୋମର୍।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login